Tag: Join

Sujata R Pandian will Join BJD Soon: ଖୁବଶୀଘ୍ର ବିଜେଡିରେ ଯୋଗ ଦେବେ ସୁଜାତା ଆର୍‌. ପାଣ୍ଡିଆନ୍: ମନ୍ମଥ ରାଉତରାୟ

ଖୁବଶୀଘ୍ର ବିଜେଡିରେ ଯୋଗ ଦେବାକୁ ଯାଉଛନ୍ତି ସୁଜାତା ଆର୍‌. ପାଣ୍ଡିଆନ୍ । ପୂର୍ବରୁ ସୁଜାତାଙ୍କ ବିଜେଡିରେ ଯୋଗ ଦେବାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଆଜି ଏ ନେଇ ରାଜନୈତିକ ବୟାନ ଦେଇଛନ୍ତି ବିଜେଡି ନେତା ମନ୍ମଥ ରାଉତରାୟ । ସେ…

Bhaskar Rao May join BJP: ଭାସ୍କର ରାଓ ଯୋଗଦେବେ ଭାଜପାରେ !

ବିଜୁ ଜନତା ଦଳର ପୁରୁଖା, ରାୟଗଡ଼ା ଟାଣୁଆ ନେତା, ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ୍. ଭାସ୍କର ରାଓ ଭାରତୀୟ ଜନତା ପାର୍ଟିରେ ଯୋଗଦେବାକୁ ଯାଉଛନ୍ତି । ଏମିତି ଏକ ଖବର ଜିଲାରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଭାସ୍କର ରାଓ…

Amar Patnaik Join BJP: ବିଜେଡିକୁ ଶକ୍ତ ଧକ୍କା; ବିଜେପିରେ ମିଶିଲେ ଅମର ପଟ୍ଟନାୟକ

ଆଜି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ଆଜି ପ୍ରଚାର ମଇଦାନକୁ ଓହ୍ଲାଇଥିବା ବେଳେ ବିଜେପିରେ ମିଶିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ…

Bjp: ବିଜେପିରେ ଯୋଗ ଦେଲେ ଶିଖା ଆଜାଦ

ଆଜି ନୂଆପଡା ଜିଲ୍ଲାର ବରିଷ୍ଠ ଓ ପୁରୁଖା କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ପ୍ରାର୍ଥୀ ସ୍ୱର୍ଗତଃ ପ୍ରେମ କୁମାର ଆଜାଦଙ୍କ ସୁକନ୍ୟା ଶିଖା ଆଜାଦ ଆନୁଷ୍ଠନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲ ଦଳୀୟ…

Lambodar Nial join BJP: ବିଜେଡିକୁ ଝଟ୍‌କା; ପଦ୍ମ ଧରିଲେ ଲମ୍ବୋଦର ନିଆଲ

ନୂଆପଡ଼ା ରାଜନୀତିରେ ନୂଆ ମୋଡ଼ । ବିଜେଡିକୁ ପୁଣି ଏକ ଝଟ୍‌କା । ଶଙ୍ଖ ଛାଡି ପଦ୍ମ ଧରିଲେ ଲମ୍ବୋଦର ନିଆଲ।କଳାହାଣ୍ଡି ଲୋକ ସଭା ଆସନରୁ ବିଜେଡି ଟିକେଟ୍‌ରେ ନିର୍ବାଚନ ଲଢ଼ିଥିବା ଲମ୍ବୋଦର ନିଆଲ ଶେଷରେ ଭାଜପାରେ ସାମିଲ ହୋଇଛନ୍ତି। ତାଙ୍କ…

ବିଜେଡି ଛାଡି ହାତ ଧରିଲେ ହରିଶଙ୍କର ରାଉତ

ବିଜେଡି ଛାଡ଼ିଥିବା କଂଗ୍ରେସରେ ମିଶିଲେ ଛାତ୍ର ନେତା ହରିଶଙ୍କର ରାଉତ । କେସି ବେଣୁଗୋପାଳ ଓ ଭକ୍ତଚରଣ ଦାସଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ମିଶିଛନ୍ତି । କିଛି ଦିନ ପୂର୍ବେ ସେ ବିଜୁ ଯୁବ ସଭାପତି ଚୟନକୁ ନେଇ ଅସନ୍ତୋଷ ପ୍ରକାଶ…

ବିଜେଡି ଛାଡ଼ି ପୁଣି କଗ୍ରେସକୁ ଫେରିଲେ ସୁନିତା ବିଶ୍ବାଳ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ବାଳଙ୍କ ଝିଅ ସୁନିତା ବିଶ୍ବାଳ ପୁଣି କଂଗ୍ରେସକୁ ଫେରିଲେ । ପିସିସି ସଭାପତି ଭକ୍ତ ଦାସ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ କଂଗ୍ରେସରେ ମିଶିଲେ ସୁନୀତା ବିଶ୍ବାଳ । ୨୦୧୯ରେ…

ପଦ୍ମ ଧରିଲେ ବଡ଼ମ୍ବା ‘ରଘୁପତି’

ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେପିରେ ଯୋଗ ଦେଇଛନ୍ତି। ସେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ମନମୋହନ ସାମଲଙ୍କ ଉପସ୍ଥିତିରେ ପାର୍ଟି ଅଫିସରେ ବଡମ୍ବା ବିଧାୟକଙ୍କ ନେତୃତ୍ଵରେ ସେ ବିଜେପିରେ ସାମିଲ ହୋଇଛନ୍ତି।…

କାର୍ଯ୍ୟକୁ ଫେରିଲେ ଆଇଏଏସ୍ ଅଧିକାରୀ ସୁଜାତା କାର୍ତ୍ତିକେୟନ

କାର୍ଯ୍ୟରେ ଯୋଗ ଦେଲେ ଆଇଏଏସ୍ ଅଧିକାରୀ ସୁଜାତା ଆର୍. କାର୍ତ୍ତିକେୟନ । ଅର୍ଥ ବିଭାଗରେ ସ୍ୱତନ୍ତ୍ର ସଚିବଭାବେ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ସାଧାରଣ ନିର୍ବାଚନବେଳେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ସୁଜାତାଙ୍କୁ ମିଶନ ଶକ୍ତି…

ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଝଟକା; ବିଜେଡି ଛାଡ଼ି ବିଜେପିରେ ମିଶିଲେ ୧୮ ସରପଞ୍ଚ ଓ ନାଏବ ସରପଞ୍ଚ

ସମ୍ବଲପୂର ଜିଲ୍ଲାର ବିଜଦ ଗଡ଼ ଭାବେ ପରିଚିତ ଥିଲା ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ । ୨୦୦୦ ମସିହାରୁ ଏଠାରେ ଲଗାତାର ଭାବେ ବିଜଦ ଜିତି ଆସୁଛି। ରୋହିତ ପୂଜାରୀ ଏଠାରେ ଦୁଇ ଥର ଜିତିଥିଲେ। ଗତ ନିର୍ବାଚନରେ ଏଠାରେ ରୋହିତଙ୍କୁ ବଦଳରେ…

loader