ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବରେ ନିଯୁକ୍ତ ହେଲେ ଓଏଏସ ଆଲୋକ ପ୍ରଧାନ January 15, 2025 Papirani ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବରେ ନିଯୁକ୍ତ ହେଲେ ଓଏଏସ ଆଲୋକ ପ୍ରଧାନ। ନୂଆ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ କେନ୍ଦୁଝରର ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ (ଏଡିଏମ୍) ଭାବରେ କାର୍ଯ୍ୟ କରୁଥିଲେ ଓଏଏସ…