ରାଜ୍ୟ ମହିମା ପୀଠର ବିକାଶ ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ February 14, 2025 Nirvay ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ମହିମା ପୀଠରେ ପହଞ୍ଚି ପ୍ରଥମେ ଧୂନି ମନ୍ଦିରରେ ଅଲେଖ ସ୍ଵାମୀଙ୍କ ଆଶୀର୍ବାଦ ନେଇଥିଲେ । ପରେ ଭଜନ ମଣ୍ଡପରେ ପହଞ୍ଚି ମହିମା ସାଧୁଙ୍କ ସହ ଆଲୋଚନା କରିଥିଲେ । ବକଳ ଧାରୀ ମହିମା ସମାଜର ସାଧୁମାନଙ୍କ ସହ…