ରାଜ୍ୟ ପିପିଲିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମ୍ବାଦିକ ଓ ଭିଡିଓ ଜର୍ଣ୍ଣାଲିଷ୍ଟଙ୍କୁ ମାଡ଼ August 2, 2025 Nirvay ପୁରୀ ଜିଲ୍ଲା, ପିପିଲି ସିଫାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଖବର ସଂଗ୍ରହ ସମୟରେ ସାମ୍ବାଦିକ ଓ ଭିଡିଓ ଜର୍ଣ୍ଣାଲିଷ୍ଟଙ୍କୁ ମାଡ଼ ମାରିଛନ୍ତି ଦୁର୍ବୁତ୍ତ । ସାମ୍ବାଦିକ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ, ଶିଖ ଅବଦୁଲ ଏବଂ…