Tag: JP Nadda

Liver Transplant Unit At AIIMS Bhubaneswar: ଏମ୍ସ ଭୁବନେଶ୍ୱରରେ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମ ଉଦଘାଟିତ

ଓଡ଼ିଶା ଏବଂ ପୂର୍ବ ଭାରତର ସ୍ୱାସ୍ଥ୍ୟସେବା ପରିଦୃଶ୍ୟକୁ ଏକ ନୂତନ ଦିଶା ଦେବା ସହିତ, ଏମ୍ସ ଭୁବନେଶ୍ୱର ସଫଳତାର ସହିତ ଏକ ଅତ୍ୟାଧୁନିକ ଯକୃତ ପ୍ରତିରୋପଣ(ଲିଭର ଟ୍ରାନ୍ସପ୍ଲାଣ୍ଟ୍) କାର୍ଯ୍ୟକ୍ରମ ସହିତ ଏକ ଅତ୍ୟାଧୁନିକ ରୋବୋଟିକ୍ ସର୍ଜରୀ ବ୍ୟବସ୍ଥା ଆରମ୍ଭ କରିଛି ।…

ରାଜ୍ୟରେ ସାର ଅଭାବକୁ ନେଇ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ସାରା ରାଜ୍ୟରେ ସାର ଅଭାବ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଏକ ଚିଠି ଲେଖିଛନ୍ତି । କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହେଉଛନ୍ତି…

ଆରମ୍ଭ ହେଲା ବିଜେପି ବିଧାୟକ ଓ ସାଂସଦଙ୍କ ପ୍ରଶିକ୍ଷଣ ଶିବିର

ଆଜି ରାଜ୍ୟର ବିଜେପି ସରକାରକୁ ୧୦ ମାସ ପୂରୁଛି । ଏହି ଅବସରରେ ପୁରୀରେ ଆରମ୍ଭ ହୋଇଛି ବିଧାୟକ ଓ ସାଂସଦ ପ୍ରଶିକ୍ଷଣ ଶିବିର । ଏହାକୁ ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର…

ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ଯୋଜନା

ଓଡିଶା ବିକାଶ ଇତିହାସରେ ଯୋଡିହୋଇଛି ଏକ ନୂଆ ଫର୍ଦ୍ଦ। ଆରମ୍ଭ ହୋଇଛି ବହୁ ପ୍ରତିକ୍ଷିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଜଗତ…

କାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା

କାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି କାଲି ଅପରାହ୍ନ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ…

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ: ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ନେଇ ବଡ଼ ବୟାନ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି । ରାଜ୍ୟ ଯୋଜନା ଗୋପବନ୍ଧୁ…

ଆସନ୍ତା ୧୧ରେ ରାଜ୍ୟରେ ହେବ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଆସନ୍ତା ୧୧ରେ ରାଜ୍ୟରେ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ । ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁଭାରମ୍ଭ କରିବେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି ନଡ୍ଡା । ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା…

ଏପ୍ରିଲ ୧୦ ରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଆସନ୍ତା ଏପ୍ରିଲ ୧୦ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ୩ ଦିନିଆ ଓଡ଼ିଶା ଗସ୍ତ ସମୟରେ…

ନଡ୍ଡାଙ୍କ ଓଡିଶା ଗସ୍ତ ସରକାରୀ ଥିଲା କହିଲେ ମନମୋହନ ସାମଲ

ଆଜି ରାଜ୍ୟ ଅତିଥି ଭବନରେ ଭାରତୀୟ ଜନତା ପାର୍ଟିର ଅନୁଷ୍ଠିତ ବୈଠକ ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କ ଗସ୍ତ ସରକାରୀ ଥିଲା ।…

ଭୁବନେଶ୍ୱରରେ ପହଞ୍ଚିଲେ ଜେ.ପି. ନଡ୍ଡା

ବିଜେପି ରାଷ୍ଟ୍ରୀୟ ସଭାପତି ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଆଜି ସେ କୋଣାର୍କ ଯାଇ ରାତ୍ରୀଯାପନ କରିବେ । ଆସନ୍ତାକାଲି ନଡ୍ଡା ପୁରୀରେ ହେବାକୁ ଥିବା ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ…