ତାଜା ଖବର ରାଜ୍ୟ JSW Mega Steel Plant in Paradip: ପାରାଦୀପରେ ୧.୨୫ ଲକ୍ଷ କୋଟି JSW ମେଗା ଷ୍ଟିଲ୍ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ May 27, 2026 Papirani ଓଡ଼ିଶାର ଶିଳ୍ପ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ି ପାରାଦୀପର ଏରସମା ଅଞ୍ଚଳରେ JSW Steel ର ମେଗା ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ପ୍ଲାଣ୍ଟର ବ୍ଲାଷ୍ଟଫର୍ନେସ୍ ନିର୍ମାଣ କାର୍ଯ୍ୟ ଆଜି ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି। ଏହି ଅବସରରେ ପାରାଦୀପର ଢ଼ିଙ୍କିଆ ଅଂଚଳରେ…