Tag: Jual Oram

ଜୁଏଲ ଓରାମ ହେଲେ ନିତି ଆୟୋଗର ଆମନ୍ତ୍ରିତ ସଦସ୍ୟ

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ନିତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଜୁଏଲ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ମନୋନୀତ ହୋଇଥିବା ସୂଚନା ମିଳିଛି। ତାଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍‌ଡି କୁମାର…

ସୁନ୍ଦରଗଡ଼ ଜିଲ୍ଲାପାଳ ହେଲେ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ ସୁନ୍ଦରଗଡ ଜିଲ୍ଲାପାଳ ଡ଼. ଗାଭଲି ପରାଗ ହର୍ଷଦ । ନୂଆ ନିଯୁକ୍ତି ମିଳିବା ପରେ ଦିଲ୍ଲୀ ଗଲେ ସୁନ୍ଦରଗଡ଼ ଜିଲ୍ଲାପାଳ ।

କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଦାୟିିତ୍ୱ ଗ୍ରହଣ କଲେ ଜୁଏଲ ଓରାମ

ଆଜି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଜୁଏଲ ଓରାମ ନିଜ ଦାୟିିତ୍ୱ ଗ୍ରହଣ କରିଛନ୍ତି। କାର୍ଯ୍ୟାଳୟରେ ଶ୍ରୀଗଣେଶଙ୍କୁ ଧୂପ, ଦୀପ ଲଗାଇ ପୂଜାର୍ଚ୍ଚନା ପରେ ତୃତୀୟ ଥର ପାଇଁ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରଣାଳୟ ଦାୟିତ୍ୱ ଗ୍ରହଣ କରିଛନ୍ତି ଜୁଏଲ…

ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

କେନ୍ଦ୍ର କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଦେଶ ପାଇଁ…

ଏତେ ସହଜ ନୁହେଁ ଜୁଏଲଙ୍କ ପାଇଁ ନିର୍ବାଚନ

ରାଉରକେଲାରୁ ନବୀନ ଦାସ : ସୁନ୍ଦରଗଡ ଲୋକସଭା ଆସନ ପାଇଁ ବରିଷ୍ଠ ଆଦିବାସୀ ନେତା ଜୁଏଲ ଓରାମଙ୍କୁ ପୁଣି ପ୍ରାର୍ଥୀ କରିଛି ଭାରତୀୟ ଜନତାପାର୍ଟି । ମେଣ୍ଟ ଭାଙ୍ଗିବା ପରେ ୨୦୦୯ରେ ବିଜୁ ଜନତା ଦଳର ପରୋକ୍ଷ ସମର୍ଥନରେ କଂଗ୍ରେସର ହେମାନନ୍ଦ…