ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟ; ବିପୁଳ ସଂପତ୍ତି ଠାବ December 22, 2025 Papirani ଭିଜିଲାନ୍ସ ଜାଲରେ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟ । ସୁନ୍ଦରଗଡ଼ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟଙ୍କ ବିପୁଳ ସଂପତ୍ତି ଠାବ । ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ସୁନ୍ଦରଗଡ଼ ସମେତ ବାଲେଶ୍ଵର ଚୂନ ଭାଟି…