ତାଜା ଖବର ରାଜ୍ୟ ଜଷ୍ଟିସ୍ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି May 2, 2025 Papirani ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କର ଓଡିଶା ହାଇକୋର୍ଟକୁ ବଦଳି। ବଦଳି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଜଷ୍ଟିସ ଶ୍ରୀପଦଙ୍କ ଯୋଗଦାନ ପରେ ଓଡିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ । ଏବେ…