ରାଜ୍ୟ Kalahandi Ghumura Mahotsav: କଳାହାଣ୍ଡି ଘୁମୁରା ମହୋତ୍ସବ ୨୦୨୬ର ଉଦ୍ଯାପନୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ January 18, 2026 Nirvay କଳାହାଣ୍ଡି ଓଡ଼ିଶାର ସବୁଠାରୁ ସମୃଦ୍ଧ ସାଂସ୍କୃତିକ ଅଞ୍ଚଳ ମଧ୍ୟରୁ ଅନ୍ୟତମ । କଳାହାଣ୍ଡି ଜିଲ୍ଲାର ପ୍ରତି କୋଣ ଅନୁକୋଣରେ ଭରି ରହିଛି ଭାବନା, ସାହସ, ସ୍ଥିରତା ଏବଂ ଆତ୍ମସମ୍ମାନ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଳାହାଣ୍ଡି ଘୁମୁରା ମହୋତ୍ସବ…