ତାଜା ଖବର ରାଜନୀତି ରାଜ୍ୟ Ras Behari Behera Passes Away: ଆରପାରିରେ ପୂର୍ବତନ ମନ୍ତ୍ରୀ ତଥା ସାଂସଦ ରାସ ବିହାରୀ ବେହେରା November 4, 2026 Nirvay ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ସାଂସଦ ରାସ ବିହାରୀ ବେହେରାଙ୍କ ୮୮ ବର୍ଷ ବୟସରେ ଭବାନୀପାଟଣାସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ କୃଷି ଓ ସମବାୟ ମନ୍ତ୍ରୀ ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସର…