Tag: Kalahandi

ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମା ସସ୍‌ପେଣ୍ଡ୍‌

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ସସ୍ପେଣ୍ଡ୍ କରାଯାଇଛି । ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି । ଜଣେ କ୍ରସର ମାଲିକଙ୍କ ଠାରୁ ୧୦…

ଭିଜିଲାନ୍ସ ଜାଲରେ ଧର୍ମଗଡ଼ ଉପଜିଲ୍ଲାପାଳ

ଭିଜିଲାନ୍ସ ଜାଲରେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ । କଳାହାଣ୍ଡି ଜିଲ୍ଲାର ଧର୍ମଗଡ ଉପଜିଲ୍ଲାପାଳ ଧୀମାନ ଚକମା ଜଣେ ସ୍ଥାନୀୟ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କାର ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଧରିଥିବା ସୂଚନା ମିଳିଛି । ଏହା ପରେ,…

ବନୀକରଣ ନାଁରେ ଦୁର୍ନୀତି ମାମଲା: ଡେପୁଟି ରେଞ୍ଜରଙ୍କ ସହ ୪ ଗିରଫ

ବନୀକରଣ ନାଁରେ ବଡ଼ ଦୁର୍ନୀତି ମାମଲାରେ ୪ ବନ ଅଧିକାରୀ ଗିରଫ । ପ୍ରାୟ ୮୦ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଭାରପ୍ରାପ୍ତ ଡେପୁଟି ରେଞ୍ଜର୍ ସମେତ ୪ ବନ ଅଧିକାରୀ ଗିରଫ କଲା ଭିଜିଲାନ୍ସ । ଡେପୁଟି ରେଞ୍ଜର୍ ସୈରେନ୍ଦ୍ରି…

ଅନାସ୍ଥାରେ ହାରିଲେ କଲମପୁର ବ୍ଲକ ଅଧ୍ୟକ୍ଷା

କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅଧ୍ୟକ୍ଷା ମୋତି ବିହାରୀଙ୍କ ବିରୁଦ୍ଧରେ ଆଜି ଅନାସ୍ଥା ଭୋଟ୍‌ ହୋଇଛି । ମୋଟ ୨୪ ଜଣ ଭୋଟରଙ୍କ ମଧ୍ୟରୁ ୨୨ ଜଣ ମତଦାନ କରିଛନ୍ତି । ସେଥିରୁ ଅନାସ୍ଥା ସପକ୍ଷରେ ୨୧ ଭୋଟ ପଡିଥିବା ବେଳେ…

ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା; ଥୁ.ରାମପୁର ଥାନାକୁ ଢ଼େଲାପଥର ମାଡ଼

କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ ବାଗଡିଆଣି-ଲାଠିଆଗୁଡ଼ା ଛକ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଘଟଣାରେ ଉତ୍ତେଜନା ଲାଗି ରହିଛି । କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଗ୍ରାମବାସୀ ଥୁଆମୂଳ ରାମପୁର ଥାନା ଘେରାଉ କରିବା…

ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି କଳାହାଣ୍ଡିରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଭବାନୀପାଟଣାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ । ଏହି ଯୋଜନାରେ ୩ ବର୍ଷରେ ବିନିଯୋଗ ହେବ…

କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ କଂଗ୍ରେସର ବିରୋଧ

ଆଜିଠାରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ । କଳାହାଣ୍ଡିରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ମଧ୍ୟରେ କଳାହାଣ୍ଡିରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ କଂଗ୍ରେସର ବିରୋଧ କରିଛି ।ଯୁବ କଂଗ୍ରେସ ସଭାପତି ମହମ୍ମଦ ସାହେବଙ୍କ ନେତୃତ୍ବରେ କଂଗ୍ରେସ…

ପ୍ରଧାନମନ୍ତ୍ରୀଙ୍କ ‘ମନ କି ବାତ’ ରେ କଳାହାଣ୍ଡିର ପରିବା ବିପ୍ଳବର ଗାଥା

ନୂଆବର୍ଷ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କି ବାତ୍‌’ରେ କଳାହାଣ୍ଡିର ପରିବା ବିପ୍ଳବ କଥା କହି ଚାଷୀଙ୍କୁ ପ୍ରଶଂସା କରିଛନ୍ତି…

ଜୁନାଗଡ଼ ଗଣଦୁଷ୍କର୍ମ ମାମଲା : ୬ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ

ବହୁ ଚର୍ଚ୍ଚିତ ଜୁନାଗଡ଼ ଗଣଦୁଷ୍କର୍ମ ମାମଲାରେ ଆଜି ଧର୍ମଗଡ଼ ଏଡିଜେ ୬ଜଣ ଅଭିଯୁକ୍ତ ଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ଦେଇଛନ୍ତି |ପୂର୍ବରୁ ଏନେଇ ପୋଲିସ ୮ଜଣ କୁଅଟକରଖିତଦନ୍ତକରୁଥିଲା ପରେ ସେଥିମଧ୍ୟରୁ ୭ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଧର୍ମଗଡ଼ ଜେଲ ପଠାଯାଇଥିଲା ।…

ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ

କଳାହାଣ୍ଡି ଜିଲ୍ଲାର କେସିଙ୍ଗା ଓ ନର୍ଲା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଧନେଶ୍ୱର ମାଝୀଙ୍କର ପରଲୋକ ଘଟିଛି । ୮୪ ବର୍ଷ ବୟସରେ ସେ ଇହଲୀଳା ତ୍ୟାଗ କରିଛନ୍ତି । କଳାହାଣ୍ଡି ଜିଲ୍ଲା…