ବ୍ୟବସାୟ Kalamandal Auditorium Project: ନିର୍ମାଣାଧୀନ ‘କଳାମଣ୍ଡଳ’ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ October 24, 2025 Nirvay ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି । ସୂଚନାଯୋଗ୍ୟ ଯେ, ଭୁବନେଶ୍ୱରର ସୈନିକ…