ତାଜା ଖବର ରାଜ୍ୟ Odisha CM Launches 46 Mega Projects in Jajpur: କଳିଙ୍ଗନଗରରେ ଶିଳ୍ପାୟନର ‘ସ୍ୱର୍ଣ୍ଣିମ ଅଧ୍ୟାୟ’ ଆରମ୍ଭ; ୪୬ଟି ନୂଆ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 14, 2026 Papirani ରାଜ୍ୟର ଶିଳ୍ପାୟନ ପ୍ରକ୍ରିୟା ଆହୁରି ଗତିଶୀଳ କରି ଆଜି ଯାଜପୁର ଜିଲ୍ଲା କଳିଙ୍ଗନଗର ଠାରେ ଏକ ବୃହତ ଶିଳ୍ପ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ୧୪ଟି ଜିଲ୍ଲାରେ ୩୯,୩୮୩ କୋଟି ଟଙ୍କାର…