ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ କାମାକ୍ଷାନଗର ଉପଜିଲ୍ଲାପାଳ November 18, 2024 Papirani ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଭିଜିଲାନ୍ସ ରେଡ ହୋଇଛି ।…