Tag: Kamala Das

ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ କମଳା ଦାସଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୭୯ ବର୍ଷ ହୋଇଥିଲା। ଗତକାଲି ରାତି ୧୨ଟା ୧୫ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ କମଳା ଦାସଙ୍କର…