ତାଜା ଖବର ରାଜ୍ୟ President Murmu to Inaugurate Bali Jatra: କଟକ ବାଲିଯାତ୍ରା ଉଦ୍ଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ November 11, 2026 Nirvay କଟକର ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରାର ଉଦ୍ଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ନଭେମ୍ବର ୨୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ବାଲିଯାତ୍ରାର ଉଦ୍ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ଏହାର ଶୁଭାରମ୍ଭ କରିବେ ବୋଲି ସୂଚନା ମିଳିଛି ।…