Tag: Kendrapada

Grant In Aid For Brahma Taladhwaja Rath: କେନ୍ଦ୍ରାପଡ଼ା ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟିର ଅନୁଦାନ

କେନ୍ଦ୍ରାପଡ଼ା ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ବିଗତ କିଛି ବର୍ଷ ଧରି ବ୍ରହ୍ମତାଳଧ୍ୱଜ ରଥର ୧୪ଟି ଚକ ଠିକ୍ ନ ଥିବା ଯୋଗୁଁ ରଥ ଟଣା ବେଳେ ବିଭିନ୍ନ…

Crocodile Population Rises In Similipal: ଚଳିତ ବର୍ଷ ଶିମିଳିପାଳରେ ବଢିଛି କୁମ୍ଭୀରଙ୍କ ସଂଖ୍ୟା

ଭିତରକନିକାରେ ମଧ୍ୟ କୁମ୍ଭୀର ଗଣତି ସାରିଛି। ଜାନୁଆରୀ ୬ରୁ ୮ତାରିଖ ପର୍ଯ୍ୟନ୍ତ ତିନି ଦିନିଆ କୁମ୍ଭୀର ଗଣନା ହୋଇଥିଲା। ଚଳିତ ବର୍ଷ ଶିମିଳିପାଳରେ କୁମ୍ଭୀର ଗଣନା ବେଳେ କୁମ୍ଭୀର ସଂଖ୍ୟା ବଢିଛି। ଗତବର୍ଷ ତୁଳନାରେ ୩ଟି ବଢିଛନ୍ତି। ସର୍ବାଧିକ ୬୦ କୁମ୍ଭୀର…

ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ରାକ୍ଷୀ ପୂର୍ଣ୍ଣିମାରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ରାଜନଗର ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା ଘରକୁ ଆସିଥିଲେ ଛାତ୍ରୀ । ଏହି…

ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣା: ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ

ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୋଲିସ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପଚରା ଉଚୁରା ପରେ ପୁରୁଷ ବନ୍ଧୁ ପ୍ରମୋଦ ବେହେରାଙ୍କୁ ପୋଲିସ ଗିରଫ କରିଛି । ମୃତ ଯୁବତୀଙ୍କ ଅଶ୍ଳୀଳ ଫଟୋ ପ୍ରମୋଦଙ୍କ ମୋବାଇଲରୁ ମିଳିଥିବା ସୂଚନା ଦେଇଛନ୍ତି…

ବଡପଡା ଛାତ୍ରୀ ପୋଡି ଘଟଣାର ଅନୁଧ୍ୟାନ କଲା ପିସିସି ଟିମ୍

ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ପିସିସି ଅନୁଧ୍ୟାନ ଟିମ୍ ପହଂଚି ନିଆଁରେ ପୋଡି ମୃତ୍ୟୁବରଣ କରିଥିବା ଛାତ୍ରୀଙ୍କ ପରିବାରକୁ ଭେଟି ଏହି ସମ୍ବେଦନଶୀଳ ମାମଲାର ଅନୁଧ୍ୟାନ କରିଥିଲେ ଏବଂ…

ସରକାରଙ୍କ ଦାୟିତ୍ୱହୀନତା ଓ ନିଷ୍କ୍ରିୟତା ପାଇଁ ଜଳୁଛି ଛାତ୍ରୀଙ୍କ ଜୀବନ: ବିଜେଡି

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ଏବଂ ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ମାରିଦେବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ, ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଡ଼ା ପଞ୍ଚାୟତରେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ କିରୋସିନ…

ଜିଅନ୍ତା ଜଳିଗଲେ ଯୁବତୀ; ଅଶ୍ଳୀଳ ଫୋଟ ଭାଇରାଲ କରି ପ୍ରେମିକ କରୁଥିଲା ବ୍ଲାକ୍‌ମେଲିଂ

ଘର ଭିତରେ ଜଳିଗଲେ ଯୁବତୀ । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡ଼ା ଗାଁରେ ଜଣେ ଯୁବତୀ ଘର ଭିତରେ ଜଳିଯାଇଥିବା ଜଣାପଡିଛି । ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ ବୋଲି ଜଣା ପଡିଛି…

ତୁଳସୀ କ୍ଷେତ୍ରରେ ୩ୟ ଦିନରେ ବି ପହଞ୍ଚିନି ବ୍ରହ୍ମତାଳଧ୍ବଜ ରଥ

ରଥଯାତ୍ରା ଭଳି ବାହୁଡ଼ାରେ ବି ଦେଖିବାକୁ ମିଳିଛି ବଡ଼ ବିଭ୍ରାଟ । ତୁଳସୀ କ୍ଷେତ୍ରରେ ଅଟକି ରହିଛି ବ୍ରହ୍ମତାଳଧ୍ବଜ । ୩ୟ ଦିନରେ ବି ପହଞ୍ଚିନି ‘ବ୍ରହ୍ମତାଳଧ୍ବଜ’ ରଥ । ରଥ ବାରମ୍ବାର ମୋଡ଼ ନେଉଥିବାରୁ ସିଧା କରିବାକୁ ଉଦ୍ୟମ କରାଯାଉଛି…

ଯୋଗ ଦିବସ ପୂର୍ବରୁ ଯୋଗ ଶିକ୍ଷୟିତ୍ରୀଙ୍କୁ ଧର୍ଷଣ ଅଭିଯୋଗ

କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳରେ ଯୋଗ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଘରେ ପଶି ଛୁରି ଦେଖାଇ ଯୋଗ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ସାମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ସଦର୍ ଥାନା ଅନ୍ତର୍ଗତ ମୁଣ୍ଡାଳ ଗାଁରେ ଘଟିଛି ଏହି ଅଘଟଣ । ଦୁଷ୍କର୍ମର…

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ

ପୁଣି ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। କଟକ, ଭୁବନେଶ୍ବର ଓ କେନ୍ଦ୍ରାପଡା ସମେତ ୫ଟି ସ୍ଥାନରେ…