Tag: Kendrapara

କେନ୍ଦ୍ରାପଡ଼ା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦ୍ରାପଡ଼ା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।କେନ୍ଦ୍ରାପଡ଼ା କଲେଜ୍ ପଡ଼ିଆରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ।ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଏହା ସହ ସର୍କିଟ୍‌ ହାଉସ୍‌ରେ ସମୀକ୍ଷା ବୈଠକ କରିବେ ସିଏମ୍‌ । ମୁଖ୍ୟମନ୍ତ୍ରୀ ହେବା ପରେ ଏହା…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଭିତରକନିକା 

ତିନି ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଭିତରକନିକା ଜାତୀୟ ଉଦ୍ୟାନ । ମେ ୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ତିନି ମାସ ଧରି ବନ୍ଦ ରହିବ ଭିତରକନିକା । ବର୍ତମାନ କୁମ୍ଭୀର ମାନଙ୍କର ପ୍ରଜନନ ଋତୁ ଚାଲିଥିବା…

ଭିଜିଲାନ୍ସ ଜାଲରେ ବିଇଓ ଅଫିସ ଆକାଉଣ୍ଟାଣ୍ଟ

ଭିଜିଲାନ୍ସ ଜାଲରେ ବିଇଓ ଅଫିସ ଆକାଉଣ୍ଟାଣ୍ଟ । ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି ଭିଜିଲାନସ । କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ଏମ ଡି ଫିରୋଜ ଖାଁ ସ୍କୁଲ ଡ୍ରେସ ବିଲ୍…

କେନ୍ଦ୍ରାପଡା ଯିବେ ସନ୍ତୋଷ ରାଉଳ ଓରଫ ବାବା ସାରଥୀ

କେନ୍ଦ୍ରାପଡା ଯିବେ ସନ୍ତୋଷ ରାଉଳ ଓରଫ ସାରଥୀ। ବହୁ ଚର୍ଚ୍ଚିତ ଆତ୍ମ ଘୋଷିତ ବାବା ସାରଥିଙ୍କୁ କେନ୍ଦ୍ରାପଡ଼ା ଯିବାକୁ ଅନୁମତି ପ୍ରଦାନ କରିଛନ୍ତି ମାନ୍ୟବର ଉଚ୍ଚ ଅଦାଲତ । ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଦେଲେ ସର୍ତ୍ତମୂଳକ ଅନୁମତି ।…

ଓଲଟିଲା ମାଟ୍ରିକ ପିଲାଙ୍କୁ ନେଇଯାଉଥିବା ବୋଲେରୋ; ଜଣେ ମୃତ, ୧୧ ଆହତ

ମାଟ୍ରିକ ପରୀକ୍ଷା ଦେବାକୁ ଯିବାବେଳେ ଦୁର୍ଘଟଣା । ଓଲଟିଲା ମାଟ୍ରିକ ପିଲାଙ୍କୁ ନେଇଯାଉଥିବା ବୋଲେରୋ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରର ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ବଡ଼ ଦୁର୍ଘଟଣା ଘଟିଛି । ୧୧ ଜଣ ପରୀକ୍ଷାର୍ଥୀଙ୍କୁ ନେଇ ପରୀକ୍ଷା…

କେନ୍ଦ୍ରାପଡାରେ ଗତ ୫ ବର୍ଷରେ କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଛନ୍ତି ୨୨ ଜଣ

ଦିନକୁ ଦିନ କେନ୍ଦ୍ରାପଡାରେ କୁମ୍ଭୀର ଆକ୍ରମଣ ଘଟଣା ବୃଦ୍ଧି ପାଇବାରେ ଲାଗିଛି । ଆଜି ଗୃହରେ ଆଳିର ବିଜେଡି ବିଧାୟକ ପ୍ରତାପ କେଶରୀ ଦେବଙ୍କ ଲିଖିତ ପ୍ରଶ୍ନର କେନ୍ଦ୍ରାପଡାରେ ବ୍ରାହ୍ମଣୀ ବୈତରଣୀ ଏବଂ ଖରସ୍ରୋତା ନଦୀରେ ଗତ ୫ ବର୍ଷରେ କୁମ୍ଭୀର…

କିରାଣୀଙ୍କୁ ନିର୍ଯ୍ୟାତନା ମାମଲା: ଡେରାବିଶ ସିଡିପିଓଙ୍କୁ ଅପସାରଣ ସହ ତଦନ୍ତ ନିର୍ଦ୍ଦେଶ ଦେଲେ ଉପ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ କିରାଣୀଙ୍କୁ ମାନସିକ ନିର୍ଯ୍ୟାତନା ଦେବା ମାମଲାରେ ଛନ୍ଦି ହୋଇପଡ଼ିଛନ୍ତି ସିଡିପିଓ ସ୍ନେହଲତା ସାହୁ । ତାଙ୍କର ଅବହେଳା ଯୋଗୁଁ କାର୍ଯ୍ୟରତ କିରାଣୀ ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କ ୭ ମାସର ଗର୍ଭ ନଷ୍ଟ ହେବା ଅଭିଯୋଗ…

ଗର୍ଭବତୀଙ୍କୁ ମେଡିକାଲ ଛାଡ଼ିଲେନି ସିଡିପିଓ; ଚାଲିଗଲା ନିଷ୍ପାପ ଶିଶୁର ଜୀବନ

ଗର୍ଭବତୀ ମହିଳାଙ୍କ ସୁରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଥିବା ବେଳେ ଆଜି ସାମ୍ନାକୁ ଆସୁଛି ଏକ ଅଭାବନୀୟ ଘଟଣା । ଜଣେ ସରକାରୀ ପଦବୀରେ ଥିବା ମହିଳା ନିଜର କ୍ଷମତାର ଅପବ୍ୟବହାର କରି ନିଜର ଜଣେ ଅଧୀନସ୍ଥ ଗର୍ଭବତୀ ମହିଳା…

ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ

ପରଲୋକରେ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ା । ୬୫ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଥିବା ନେଇ ସୂଚନା ଦେଇଛନ୍ତି ପୁଅ କଳିଙ୍ଗ କେଶରୀ ପରିଡ଼ା । ସେ ଓଡ଼ିଶା ରାଜନୀତିରେ ଓଡ଼ିଶା ଗଣ…

ଭିଜିଲାନ୍ସ ପଞ୍ଝାରେ ଖାଦ୍ୟ ସୁରକ୍ଷା ଅଧିକାରୀ

ଭିଜିଲାନ୍ସ ଜାଲରେ ଧରାପଡିଲେ ଲାଞ୍ଚୁଆ ସରକାରୀ ବାବୁ । ବ୍ରେଡ୍ ଫ୍ଯାକ୍ଟ୍ରି ଲାଇସେନ୍ସ ନବୀକରଣ ନାଁରେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେନ୍ଦ୍ରାପଡ଼ା ଖାଦ୍ୟ ସୁରକ୍ଷା ଅଧିକାରୀ ବିଭାସ ମଜୁମଦାର। ଏହା ପରେ ଖାଦ୍ୟ…