Tag: Keonjhar

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଖଣି ଅଧିକାରୀଙ୍କୁ ଭିଜିଲାନ୍ସର ଗିରଫ

ଆୟବର୍ହିଭୂତ ସମ୍ପତ୍ତି ଜମା କରି ରଖିଥିବା ଅଭିଯୋଗରେ ଆଜି କେଉଁଝରରେ ଜଣେ ସହକାରୀ ଖଣି ଅଧିକାରୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ସର୍ଚ୍ଚ ଅପରେସନ ବେଳେ ଜୁନିୟର ମାଇନିଂ ଅଫିସର ପଦ୍ମନାଭ ହୋତାଙ୍କ ନିକଟରୁ ଭୁବନେଶ୍ୱରର ୫୮୦୦ ବର୍ଗଫୁଟ ଅଞ୍ଚଳରେ ଥିବା ଗୋଟିଏ…

ଭିଜିଲାନ୍ସ ଜାଲରେ କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ

ଭିଜିଲାନ୍ସ ଜାଲରେ କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଏକକାଳୀନ ୭ଟି ସ୍ଥାନରେ ରେଡ୍ କରିଛି…

ଖଣି ବେପାର ପାଇଁ ମୁହାଁମୁହିଁ ହେଲେ ମନ୍ତ୍ରୀ ଓ ବିଧାୟକ

ଖଣି ସମୃଦ୍ଧ କେନ୍ଦୁଝର ଜିଲ୍ଲା ଏବେ ପୁଣି ଥରେ ରାଜନୈତିକ ପଶାପାଲିର ଶିକାର ହେବାକୁ ଯାଉଛି । ନବୀନ ସରକାରଙ୍କ ଅମଳରେ ଯେଉଁ ଫର୍ମୁଲାରେ ବିଜୁ ଜନତା ଦଳ କୋଟିକୋଟି ଟଙ୍କା ଲୁଟି ଥିଲା, କ୍ଷମତା ପରିବର୍ତ୍ତନ ପରେ ଏବେ ଭାରତ…

ଜେଏସଡବ୍ଲ୍ୟୁ ଓ ପୋସ୍କୋ ମିଳିତ ଭାବେ କେନ୍ଦୁଝରରେ କରିବେ ମେଗା ଷ୍ଟିଲ ପ୍ଲାଣ୍ଟ

କେନ୍ଦୁଝରରେ ଖୁବଶୀଘ୍ର ପ୍ରତିଷ୍ଠା ହେବ ଷ୍ଟିଲପ୍ଲାଣ୍ଟ୍ । କେନ୍ଦୁଝରରେ ଜେଏସଡବ୍ଲ୍ୟୁ ଓ ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ ବୋଲି ଆଜି କେନ୍ଦୁଝର ଗସ୍ତ ଅବସରରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଓଡ଼ିଶାର ବିକାଶ କେନ୍ଦୁଝରରୁ ଆରମ୍ଭ ହେବାକୁ…

ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରଥମ ଦିନରେ ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ…

କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ଗଠନ ହେଲା ଟାସ୍କଫୋର୍ସ

ଖଣିଜ ସମ୍ପଦରେ ଭରା କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ । କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି । ଟାସ୍କଫୋର୍ସର ଅଧ୍ୟକ୍ଷ ରହିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ଶିଳ୍ପ…

କେନ୍ଦୁଝରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ; ସମସ୍ୟାର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦୁର୍ଗାପୂଜା ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କର ତିନି ଦିନିଆ କେନ୍ଦୁଝର ଗସ୍ତର ଆଜି ତୃତୀୟ ବା ଶେଷ ଦିନ । ଆଜି ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣିବା ଧାରା ଜାରି ରହିଛି। ବିଭିନ୍ନ ସ୍ଥାନକୁ ଗସ୍ତ ସମୟରେ ମଧ୍ୟ…

ତିନି ଦିନଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ତିନି ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ନିଜ ଗାଁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ଵରରୁ ସ୍ଵତନ୍ତ୍ର ବିମାନ ଯୋଗେ ବାହାରି ଦିନ ୧୧…

ଜେଲ୍‌ ଅଧୀକ୍ଷକଙ୍କ ପୁଳା ପୁଳା ସମ୍ପତ୍ତି ଠାବ

କେନ୍ଦୁଝର ଜେଲ୍‌ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁଙ୍କ ପୁଳା ପୁଳା ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ବର ଲକ୍ଷ୍ମୀସାଗରରେ ଦେଢ଼ କୋଟି ମୂଲ୍ୟର ୪ ମହଲା କୋଠା ଠାବ ହୋଇଛି। ଭୁବନେଶ୍ବର, ବଲାଙ୍ଗିର ଓ ଢେଙ୍କାନାଳରେ ୪ଟି ବାସୋପଯୋଗୀ ପ୍ଲଟ୍‌ ରହିଛି। ଏଥିସହ ୧୦…

ଆସନ୍ତା ୨ ବର୍ଷରେ ଧରଣୀଧର ବିଶ୍ବବିଦ୍ୟାଳୟକୁ ସ୍ବୟଂସମ୍ପୂର୍ଣ୍ଣ କରାଯିବ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନଠାରେ ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝରର ଭିତ୍ତିଭୂମି ବିକାଶ, ମାନବ ସମ୍ବଳର ନିଯୁକ୍ତି ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ସୁଯୋଗ ବିଷୟରେ ଆଲୋଚନା କରିଛନ୍ତି । ୨୦୨୩ ଫେବୃଆରୀରେ ଧରଣୀଧର ମହାବିଦ୍ୟାଳୟ, ବିଶ୍ବ…