Tag: Keonjhar

Development Works Of Maa Tarini Temple: ଘଟଗାଁ ତାରିଣୀ ପୀଠ ପାଇଁ ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ

ଝଟକିବ ଘଟଗାଁ ମା ତାରିଣୀଙ୍କ ପୀଠ । ପୀଠର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଘଟଗାଁରେ ପହଞ୍ଚିବା ପରେ ମା ତାରିଣୀଙ୍କ ପୀଠ ପର୍ଯ୍ୟନ୍ତ ରୋଡ୍ ସୋ’ରେ ଆସିଥିଲେ ମୁଖ୍ୟମନ୍ତ୍ରୀ । ମାଆଙ୍କ…

Maa Tarini Temple Development: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମା’ତାରିଣୀଙ୍କ ପୀଠ ଗସ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ନିଜ ଜିଲ୍ଲା କେନ୍ଦୁଝର ଗସ୍ତ କରିବେ । ଏହି ଗସ୍ତ କେବଳ ନିଜ ଜିଲ୍ଲା ଗସ୍ତ ନୁହେଁ; ଜିଲ୍ଲାର ମୂଳ ସାଂସ୍କୃତିକ ପରିଚୟ ମା’ ତାରିଣୀ ପୀଠର ସର୍ବାଙ୍ଗୀନ ବିକାଶ ପାଇଁ ନୂଆ…

Keonjhar DSSO Arrested: ଭିଜିଲାନ୍ସ ଜାଲରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ

ଭିଜିଲାନ୍ସ ଜାଲରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ (DSSO)ବିପ୍ଳବ କେଶରୀ ସାମନ୍ତରାୟ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ତାଙ୍କର ୩ଟି ଠିକଣାରେ ଏକା…

ଝୁମ୍ପୁରାରେ ମା’ଦୁର୍ଗାଙ୍କ ପୂଜା ଅର୍ଚ୍ଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର ଗସ୍ତରେ ଯାଇ ମାଆ ଦୁର୍ଗାଙ୍କ ପୂଜାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପବିତ୍ର ମହାଅଷ୍ଟମୀ ଅବସରରେ କେନ୍ଦୁଝରସ୍ଥିତ ଝୁମ୍ପୁରା ପୂଜା ମଣ୍ଡପରେ ଜଗତଜନନୀ ମା’ଦୁର୍ଗାଙ୍କ ପୂଜା ଅର୍ଚ୍ଚନା କରିବା ସହ ମା’ଙ୍କ ନିକଟରେ ରାଜ୍ୟବାସୀଙ୍କ ମଙ୍ଗଳ କରିଛନ୍ତି…

କେନ୍ଦୁଝର ଠାରେ ‘ଜିରୋ ଆକ୍ସିଡେଣ୍ଟ ଡେ’ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

“ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା” ର ପ୍ରତିଶ୍ରୁତିକୁ ଆଗକୁ ବଢ଼ାଇ ନେଇ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ” Zero Accident Day (ZAD) ବା…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ କିରାଣୀ

ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ମୁଖ୍ୟାଳୟରେ ଥିବା ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜଣେ କିରାଣୀ । କିରାଣୀ ଜଣକ ରୂପଚାନ୍ଦ ନାଏକ । ପେନସନ୍…

ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଶ୍ରେଣୀ ଗୃହରେ ତାଲା; ରାତି ସାରା ସ୍କୁଲ ଝରକାରେ ଝୁଲି ରହିଲେ ଛାତ୍ରୀ

ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଶ୍ରେଣୀ ଗୃହରେ ତାଲା ପକାଇଦେଲେ ସ୍କୁଲ କର୍ତ୍ତୁପକ୍ଷ । ରାତି ସାରା ବିପଦପୂର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହର ଝରକାରେ ଝୁଲି ରହିଲା କୁନି ଝିଅ । ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଅଞ୍ଜର ସରକାରୀ ଉଚ୍ଚ…

କେନ୍ଦୁଝର ଜିଲ୍ଲାରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

ଆଜି ଅପରାହ୍ନରେ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା ଜ୍ଞାପନ କରିଥିଲେ ।…

କେନ୍ଦୁଝରରେ ୩ ଟି ଆମ୍ବୁଲାନ୍ସ ଏବଂ ମା ତାରିଣୀ ଙ୍କ ନଡ଼ିଆ ସଂଗ୍ରହ ଯାନ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜିଠୁ ଦୁଇ ଦିନିଆକେନ୍ଦୁଝର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି କେନ୍ଦୁଝର ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ୩ ଟି ଆମ୍ବୁଲାନ୍ସ ଏବଂ ମା ତାରିଣୀ ଙ୍କ ନଡ଼ିଆ ସଂଗ୍ରହ ଯାନ କୁ ପତାକା ଦେଖାଇ ଶୁଭାରମ୍ଭ…

ଡିଏଫଓ ନିତ୍ୟାନନ୍ଦ ନାୟକ ଗିରଫ

ଡିଏଫଓ ଗିରଫ । କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍‌ ଡିଏଫଓ ନିତ୍ୟାନନ୍ଦ ନାୟକ ଗିରଫ । ୩ ଦିନ ହେବ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ୍। ଗିରଫ ପରେ ନିତ୍ୟାନନ୍ଦଙ୍କୁ ନିଆଗଲା କେନ୍ଦୁଝର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଚଢାଉ ବେଳେ ୮…