Tag: Keonjhar

ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

ଆଜି ଦୁଇ ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଜନ୍ମମାଟିକୁ ଗସ୍ତ। ପ୍ରଥମେ ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ କରିବେ। ପରେ କେନ୍ଦୁଝରରେ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି…

କେନ୍ଦୁଝରରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ

ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ ମୋହନ ଚରଣ ମାଝି । ଏଥିପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତି ପାଇଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି

କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି ।

ମୋହନଙ୍କ ଚାରିପାଖେ ଖଣି ମାଫିଆ

ମଙ୍ଗଳବାର ଦିନ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ଭାଜପା ଘୋଷଣା କରିବା ପରେ ଜଣାଶୁଣା ଖଣିମାଫିଆ ତାଙ୍କୁ ଘେରି ରହିଥିବା ଦେଖିବାକୁ ମିଳିଛି । ଯୋଡ଼ା ଅଞ୍ଚଳର ଜଣାଶୁଣା ଖଣିମାଫିଆ ତଥା ଚମ୍ପୁଆ ବିଜଦ ବିଧାୟକ…

ବିଜେଡି ପ୍ରାର୍ଥୀ ବଦ୍ରି ସମର୍ଥକଙ୍କ ଆକ୍ରମଣରେ ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଂଜନଙ୍କ ସମର୍ଥକ ଗୁରୁତର

ଆଉ ଗୋଟିଏ ଦିନ ପରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଦେବେ ଜନତା କିନ୍ତୁ ଏବେଠୁ ଦେଖାଗଲାଣି ନିର୍ବାଚନୀ ହିଂସା । ଗତକାଲି ଘଷିପୁରାରେ ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ରଙ୍କ ସମର୍ଥକଙ୍କ ଖୁଲମଖୁଲା ଗୁଣ୍ଡାଗର୍ଦ୍ଦି ଅଭିଯୋଗ ହୋଇଛି ।…