Tag: Keonjhar

କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ କରିବ ଜିନ୍ଦଲ୍ ଷ୍ଟିଲ୍ ଆଣ୍ଡ ପାଓ୍ୱାର୍ ଲିମିଟେଡ୍

କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ କରିବ ଜିନ୍ଦଲ୍ ଷ୍ଟିଲ୍ ଆଣ୍ଡ ପାଓ୍ୱାର୍ ଲିମିଟେଡ୍ । ଏ ନେଇ ଆଜି ସୂଚନା ଦେଇଛନ୍ତି ଷ୍ଟିଲ୍ ଆଣ୍ଡ ପାଓ୍ୱାର୍ ଲିମିଟେଡର ଅଧ୍ୟକ୍ଷ ନବୀନ ଜିନ୍ଦଲ ନବୀନ । ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରେ ଯୋଗ ଦେବା…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ

କେନ୍ଦୁଝରର ବିକାଶକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ କେନ୍ଦୁଝର ଜିଲ୍ଲା ଝୁମ୍ପୂରା ଠାରେ ଏକ ନବ ନିର୍ମିତ ସେତୁର ଉଦଘାଟନ କରିଛନ୍ତି । ଏହି ଅବସରରେ ଗଣ ମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ…

‍ଡିଏମ୍‌ଏଫ୍‌ ଦୁର୍ନୀତିର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ମୋହନ ସରକାର ବିଜୁ ଜନତା ଦଳ ସରକାରର କେଳେଙ୍କାରୀର ତଦନ୍ତ ପାଇଁ ଆଗ୍ରହୀ ନଥିବା ସ୍ପଷ୍ଟ ହୋଇଯାଇସାରିଛି । ମନ୍ତ୍ରୀମାନେ ଦୁର୍ନୀତି କଥା କହୁଛନ୍ତି । କିନ୍ତୁ ଦୁର୍ନୀତିଖୋରଙ୍କୁ ସମସ୍ତଙ୍କ ସାମ୍ନାକୁ ଆଣିବା ପାଇଁ ସାମାନ୍ୟତମ ପ୍ରୟାସ ବି କରୁନାହାନ୍ତି ।…

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଖଣି ଅଧିକାରୀଙ୍କୁ ଭିଜିଲାନ୍ସର ଗିରଫ

ଆୟବର୍ହିଭୂତ ସମ୍ପତ୍ତି ଜମା କରି ରଖିଥିବା ଅଭିଯୋଗରେ ଆଜି କେଉଁଝରରେ ଜଣେ ସହକାରୀ ଖଣି ଅଧିକାରୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ସର୍ଚ୍ଚ ଅପରେସନ ବେଳେ ଜୁନିୟର ମାଇନିଂ ଅଫିସର ପଦ୍ମନାଭ ହୋତାଙ୍କ ନିକଟରୁ ଭୁବନେଶ୍ୱରର ୫୮୦୦ ବର୍ଗଫୁଟ ଅଞ୍ଚଳରେ ଥିବା ଗୋଟିଏ…

ଭିଜିଲାନ୍ସ ଜାଲରେ କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ

ଭିଜିଲାନ୍ସ ଜାଲରେ କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଏକକାଳୀନ ୭ଟି ସ୍ଥାନରେ ରେଡ୍ କରିଛି…

ଖଣି ବେପାର ପାଇଁ ମୁହାଁମୁହିଁ ହେଲେ ମନ୍ତ୍ରୀ ଓ ବିଧାୟକ

ଖଣି ସମୃଦ୍ଧ କେନ୍ଦୁଝର ଜିଲ୍ଲା ଏବେ ପୁଣି ଥରେ ରାଜନୈତିକ ପଶାପାଲିର ଶିକାର ହେବାକୁ ଯାଉଛି । ନବୀନ ସରକାରଙ୍କ ଅମଳରେ ଯେଉଁ ଫର୍ମୁଲାରେ ବିଜୁ ଜନତା ଦଳ କୋଟିକୋଟି ଟଙ୍କା ଲୁଟି ଥିଲା, କ୍ଷମତା ପରିବର୍ତ୍ତନ ପରେ ଏବେ ଭାରତ…

ଜେଏସଡବ୍ଲ୍ୟୁ ଓ ପୋସ୍କୋ ମିଳିତ ଭାବେ କେନ୍ଦୁଝରରେ କରିବେ ମେଗା ଷ୍ଟିଲ ପ୍ଲାଣ୍ଟ

କେନ୍ଦୁଝରରେ ଖୁବଶୀଘ୍ର ପ୍ରତିଷ୍ଠା ହେବ ଷ୍ଟିଲପ୍ଲାଣ୍ଟ୍ । କେନ୍ଦୁଝରରେ ଜେଏସଡବ୍ଲ୍ୟୁ ଓ ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ ବୋଲି ଆଜି କେନ୍ଦୁଝର ଗସ୍ତ ଅବସରରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଓଡ଼ିଶାର ବିକାଶ କେନ୍ଦୁଝରରୁ ଆରମ୍ଭ ହେବାକୁ…

ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରଥମ ଦିନରେ ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ…

କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ଗଠନ ହେଲା ଟାସ୍କଫୋର୍ସ

ଖଣିଜ ସମ୍ପଦରେ ଭରା କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ । କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି । ଟାସ୍କଫୋର୍ସର ଅଧ୍ୟକ୍ଷ ରହିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ଶିଳ୍ପ…

କେନ୍ଦୁଝରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ; ସମସ୍ୟାର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦୁର୍ଗାପୂଜା ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କର ତିନି ଦିନିଆ କେନ୍ଦୁଝର ଗସ୍ତର ଆଜି ତୃତୀୟ ବା ଶେଷ ଦିନ । ଆଜି ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣିବା ଧାରା ଜାରି ରହିଛି। ବିଭିନ୍ନ ସ୍ଥାନକୁ ଗସ୍ତ ସମୟରେ ମଧ୍ୟ…