Tag: Keonjhar

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତି ପାଇଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି

କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି ।

ମୋହନଙ୍କ ଚାରିପାଖେ ଖଣି ମାଫିଆ

ମଙ୍ଗଳବାର ଦିନ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ଭାଜପା ଘୋଷଣା କରିବା ପରେ ଜଣାଶୁଣା ଖଣିମାଫିଆ ତାଙ୍କୁ ଘେରି ରହିଥିବା ଦେଖିବାକୁ ମିଳିଛି । ଯୋଡ଼ା ଅଞ୍ଚଳର ଜଣାଶୁଣା ଖଣିମାଫିଆ ତଥା ଚମ୍ପୁଆ ବିଜଦ ବିଧାୟକ…

ବିଜେଡି ପ୍ରାର୍ଥୀ ବଦ୍ରି ସମର୍ଥକଙ୍କ ଆକ୍ରମଣରେ ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଂଜନଙ୍କ ସମର୍ଥକ ଗୁରୁତର

ଆଉ ଗୋଟିଏ ଦିନ ପରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଦେବେ ଜନତା କିନ୍ତୁ ଏବେଠୁ ଦେଖାଗଲାଣି ନିର୍ବାଚନୀ ହିଂସା । ଗତକାଲି ଘଷିପୁରାରେ ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ରଙ୍କ ସମର୍ଥକଙ୍କ ଖୁଲମଖୁଲା ଗୁଣ୍ଡାଗର୍ଦ୍ଦି ଅଭିଯୋଗ ହୋଇଛି ।…