Tag: Kerala

Odisha Workers Die in Kerala: କେରଳରେ ୨ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

କେରଳର ମାଲ୍ଲାପୁରମରେ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । କୂଅରୁ ଛେଳିକୁ ଉଦ୍ଧାର କରିବାକୁ ଯାଇ ୨ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି । କୂଅ ପମ୍ପରୁ ବିଦ୍ୟୁତ ଆଘାତ ଲାଗି ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।…

President visits Sabarimala: ସାବରୀମାଳା ମନ୍ଦିର ପରିଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି କେରଳ ଗସ୍ତରେ ଯାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚାରି ଦିନ ପାଇଁ କେରଳ ଗସ୍ତରେ ଯାଇଥିବା ସମୟରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାବରୀମାଳାର ଭଗବାନ ଆୟାପ୍ପା ମନ୍ଦିରରେ ଦର୍ଶନ କରି ଆରତୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ।…

President chopper scare: କେରଳରେ ରାଷ୍ଟ୍ରପତିଙ୍କ ଚପର୍ ଲ୍ୟାଣ୍ଡିଂ ବେଳେ ଅଘଟଣ

କେରଳ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କେରଳରେ ରାଷ୍ଟ୍ରପତିଙ୍କ ଚପର୍ ଲ୍ୟାଣ୍ଡିଂ ବେଳେ ଅଘଟଣ ହୋଇଛି। ଅବତରଣ କରିବା ପରେ ଅସ୍ଥାୟୀ ହେଲିପ୍ୟାଡରେ ଫସିଗଲା ହେଲିକପ୍ଟର। ପ୍ରମାଦମରେ ନବ ନିର୍ମିତ କଂକ୍ରିଟ୍ ହେଲିପ୍ୟାଡ୍ ଧସିବା ଫଳରେ ଲ୍ୟାଣ୍ଡିଂ ବେଳେ ହେଲିପ୍ୟାଡ୍‌ରେ ଫସିଯାଇଥିଲା…

କେରଳ ଛୁଇଁଲା ମୌସୁମୀ; ୧୬ ବର୍ଷ ପରେ ଆସିଲା ସଅଳ

ଚାଷୀଙ୍କ ପାଇଁ ଖୁସି ଖବର । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ମୌସୁମୀ ପାଦ ଦେଇଛି । ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁଥାଏ ।…

ପ୍ରେମିକା ସହ ପରିବାରର ୬ଜଣଙ୍କୁ ବୀଭତ୍ସ ହତ୍ୟା କଲା ଯୁବକ

କେରଳ ଥିରୁବନନ୍ତପୁରମ୍‌ରେ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ପ୍ରେମିକା ସହ ନିଜ ପରିବାରର ୫ ଜଣଙ୍କୁ ହାତୁଡ଼ିରେ ପିଟି ଚାପଡରେ ହାଣି ମାରିଲା ୨୩ ବର୍ଷୀୟ ଯୁବକ ।ନିଜ ମା’, ଜେଜେ ମା’, ନାବାଳକ ଭାଇ, ଦାଦା, ଉଭଣୀ ସହ ପ୍ରେମିକାକୁ…

ବଦଳିଲା କେରଳ, ପଞ୍ଜାବ ଓ ଉତ୍ତର ପ୍ରଦେଶର ଉପ ନିର୍ବାଚନ ତାରିଖ

ତିନୋଟି ରାଜ୍ୟରେ ହେବାକୁ ଥିବା ଉପ ନିର୍ବାଚନ ତାରିଖରେ ପରିବର୍ତ୍ତନ କରାଯାଇଛି । ଏକାଧିକ ରାଜନୀତିକ ଦଳର ଅନୁରୋଧକ୍ରମେ ଆଜି ଭାରତୀୟ ନିର୍ବାଚନ କମିଶନ କେରଳ, ପଞ୍ଜାବ ଓ ଉତ୍ତର ପ୍ରଦେଶର ୧୪ଟି ବଧାନସଭା ଆସନ ପାଇଁ ହେବାକୁ ଥିବା ଉପ…

ୱାୟନାଡ଼ରେ ହୋଇଥିବା ଭୂସ୍ଖଳନ ସ୍ଥାନରେ ପହଞ୍ଚି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ

କେରଳର ୱାୟନାଡ଼ରେ ହୋଇଥିବା ଭୂସ୍ଖଳନ ସ୍ଥାନରେ ପହଞ୍ଚି ଆକାଶମାର୍ଗ ସହ ଗ୍ରାଉଣ୍ଡରେ ନିଜେ ସ୍ଥିତି ପରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗ୍ରାଉଣ୍ଡରେ ରିଲିଫ ଓ ରେସକ୍ୟୁର ସମୀକ୍ଷା କରିବା ସହ ଉଦ୍ଧାରକାରୀ ଦଳଙ୍କ ଠାରୁ ସ୍ଥିତି ସଂପର୍କରେ ବୁଝିଛନ୍ତି ପ୍ରଧାନମନ୍ତ୍ରୀ। ପରେ…

ମିଳୁନି ଡାକ୍ତର ସ୍ୱାଧୀନ ପଣ୍ଡାଙ୍କ ପତ୍ତା; ଡିଏନ୍‌ଏ ସାମ୍ପଲ ଦେଲେ ଭଉଣୀ ସୋମାଲି

କେରଳ ୱାୟନାଡ଼ ଭୂସ୍ଖଳନରେ ନିଖୋଜ ଓଡ଼ିଆ ଡାକ୍ତର ସ୍ୱାଧୀନ ପଣ୍ଡାଙ୍କ ଏଯାଏଁ କୌଣସି ପତ୍ତା ମିଳିନାହିଁ । ଡାକ୍ତର ସ୍ୱାଧୀନଙ୍କୁ ଖୋଜିବା ପାଇଁ ଆଜି ଡିଏନ୍ଏ ଟେଷ୍ଟ ପାଇଁ ନମୁନା ଦେଇଛନ୍ତି ତାଙ୍କ ଭଉଣୀ ସୋମାଲି । ଏହି ଡିଏନ୍‌ଏ ଟେଷ୍ଟ…

କେରଳ ୱାୟନାଡରୁ ସଡ଼କ ପଥରେ ଓଡ଼ିଶା ଆସୁଛି ଡାକ୍ତର ଚିନାରାଙ୍କ ମୃତଦେହ

କେରଳ ୱାୟନାଡରୁ ଆଜି ଓଡିଶା ଆସୁଛି ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତଦେହ। ଏଣେ ପୁଅକୁ ଶେଷ ଥର ପାଇଁ ଟିକିଏ ଦେଖିବାକୁ ଅନାଇ ବସିଛନ୍ତି ପରିବାର ଲୋକେ । ପୁଅର ମୃତ୍ୟୁ ଖବର ଶୁଣି ପାଇଁ ଦୁଃଖରେ ଭାଙ୍ଗି…

ୱାୟନାଡରେ ପହଞ୍ଚିଲେ ରାହୁଲ ଓ ପ୍ରିୟଙ୍କା ଗାନ୍ଧି

କେରଳର ୱାୟନାଡରେ ଭୂସ୍ଖଳନ ହେତୁ ସବୁକିଛି ନଷ୍ଟ ହୋଇଯାଇଛି। ୱାୟନାଡ ଭୂସ୍ଖଳନରେ ବହୁତ ଲୋକ ପ୍ରାଣ ହରାଇଥିବା ବେଳେ ଶତାଧିକ ଆହତ ସହ ନିଖୋଜ ଅଛନ୍ତି । ଏହି ସମୟରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଏବଂ ଦଳର ସାଧାରଣ ସମ୍ପାଦିକା…