ତାଜା ଖବର ରାଜ୍ୟ Khandagiri–Udayagiri Light & Sound Show: ଖଣ୍ଡଗିରି-ଉଦୟଗିରିରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ର ଶୁଭାରମ୍ଭ କଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା September 27, 2026 Papirani ଓଡ଼ିଶାର ପ୍ରାଚୀନ ଐତିହ୍ୟ ଓ ଐତିହାସିକ ଗୌରବକୁ ପର୍ଯ୍ୟଟକମାନଙ୍କ ନିକଟରେ ଉପସ୍ଥାପନ କରିବା ପାଇଁ ଭୁବନେଶ୍ୱରର ଐତିହାସିକ ଖଣ୍ଡଗିରିଠାରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ ଆଜି ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ,…