ତାଜା ଖବର ରାଜ୍ୟ Inter-Ministerial Committee Review: ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ଖରିଫ ୨୦୨୫-୨୬ ଧାନ ସଂଗ୍ରହ ସମୀକ୍ଷା December 24, 2025 Papirani ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଖରିଫ ୨୦୨୫-୨୬ ଧାନ ସଂଗ୍ରହର ସମୀକ୍ଷା କରିଛନ୍ତି। ଚାଷୀଙ୍କୁ ଧାନ ସଂଗ୍ରହ ପ୍ରକ୍ରିୟାରେ ସହଯୋଗ କରିବା ଓ ସେମାନଙ୍କ ସମସ୍ୟାର ତ୍ୱରିତ ସମାଧାନ କରିବାକୁ…