Tag: KIIT

Chess Mahakumbh at KIIT: କିଟ୍‍ ରେ ଚେସ୍‍ ମହାକୁମ୍ଭ ଉଦଘାଟିତ

କିଟ୍‍ ରେ ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍ ଆଣ୍ଡ ଏଜୁକେସନାଲ୍ ଚେସ୍‌) ଉପରେ ଦୁଇ ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ବୁଧବାର ଉଦଘାଟିତ ହୋଇଯାଇଛି । ଏହାକୁ ଅନ୍ତର୍ଜାତୀୟ ଚେସ୍‍ ଫେଡେରେସନ୍‍ (ଏଫ୍‌ଆଇଡିଇ)ର ଉପସଭାପତି ତଥା ଭାରତୀୟ ଗ୍ରାଣ୍ଡ ମାଷ୍ଟର ବିଶ୍ୱନାଥନ୍…

ନେପାଳୀ ଛାତ୍ରୀ ମୃତ୍ୟୁକୁ ନେଇ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲା UGC

କିଟ୍ ବିଶ୍ୱ ବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛି ୟୁଜିସି । ଭାରତର ସର୍ବୋଚ୍ଚ ଉଚ୍ଚଶିକ୍ଷା ନିୟାମକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC), କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) କ୍ୟାମ୍ପସରେ ପୁଣି ଥରେ ଜଣେ…

କିଟ୍‌ରେ ପୁଣି ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା

କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଜନିତ ପରବର୍ତ୍ତୀ ଘଟଣାକୁ ନେଇ ବିବାଦ ଥମିନଥିବା ବେଳେ ପୁଣି ଆଉ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି । କିଟ୍‌ (KIIT) ବିଶ୍ଵବିଦ୍ୟାଳୟରେ ପୁଣି…

କିଟରେ ଇଣ୍ଡିଆ ଟ୍ରେକ୍‍ର ୨୧ ଜଣିଆ ପ୍ରତିନିଧିମଣ୍ଡଳ

ଇଣ୍ଡିଆ ଟ୍ରେକ୍‍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ଫେବୃଆରୀ ୨୩ ତାରିଖରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ୭ ଦିନିଆ କିଟ୍‍ ଓ କିସ୍‍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ୨୧ ଜଣିଆ ପ୍ରତିନିଧିମଣ୍ଡଳ କିଟ୍‍ ଓ କିସ୍‍ ପରିଦର୍ଶନରେ ଅଛନ୍ତି । ଓଡ଼ିଶାର…

କିଟ କାଣ୍ଡରେ ଆଉ ୫ ଗିରଫ

କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଆଉ ୫ ଗିରଫ ହୋଇଥିବା ସୂଚନା ମିଳିଛି । ୪ ବାଉନସର୍‌ଙ୍କ ସହ ଜଣେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସରଙ୍କୁ ଗିରଫ କରାଯାଇଛି । ବାଉନସର ଅଜୟ ସ୍ବାଇଁ, ସରୋଜ ରାଉତରାୟ, ଚନ୍ଦନ ସ୍ବାଇଁ…

କିଟ୍ ପକ୍ଷରୁ ପ୍ରକୃତିଙ୍କ ନାମରେ ମେଧାବୃତ୍ତି ଘୋଷଣା

କିଟ୍‍ ଛାତ୍ରୀ ପ୍ରକୃତିଙ୍କ ମୃତଦେହ ତାଙ୍କ ବାପା ଓ ମାମୁଙ୍କୁ ହସ୍ତାନ୍ତର ପ୍ରକ୍ରିୟା କାର୍ଯ୍ୟ ଶେଷ ହେବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କ ସହ ସାକ୍ଷାତ କରିଥିଲେ । ପ୍ରକୃତିଙ୍କ ଅକାଳ ମୃତ୍ୟୁରେ ସାମନ୍ତ ଗଭୀର…