Tag: KIIT issue

ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା: କିଟ୍‌ରେ NHRC ଟିମ୍‌

କିଟ୍ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ହତ୍ୟା ମାମଲାର ତଦନ୍ତ ପାଇଁ ଭୁବନେଶ୍ବରରେ ପହଞ୍ଚିଛନ୍ତି ଜାତୀୟ ମାନବାଧିକାର କମିଶନ ବା NHRC ଟିମ୍‌ । କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଓ ନେପାଳୀ ଛାତ୍ରଛାତ୍ରୀଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ…

କିଟ୍ ମାମଲା: ଉଚ୍ଚ ସ୍ତରୀୟ କମିଟି ନିକଟରେ ହାଜର ହେଲେ ବିଶ୍ବବିଦ୍ୟାଳୟର ୬ ଅଧିକାରୀ

କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଉଚ୍ଚ ସ୍ତରୀୟ କମିଟି ନିକଟରେ ଆଜି ହାଜର ହୋଇଛନ୍ତି ବିଶ୍ୱବିଦ୍ୟାଳୟର ୬ ଜଣ ଅଧିକାରୀ । ଭୁବନେଶ୍ୱର ରାଜ୍ୟ ଅତିଥି ଭବନରେ ୬ ଜଣଙ୍କୁ ପର୍ଯ୍ୟାୟକ୍ରମେ ହେବ ଜେରା କରାଯାଉଥିବା ସୂଚନା। ଚିଫ୍…

କିଟ୍ ଛାତ୍ରୀଙ୍କୁ ଆତ୍ମହତ୍ୟା ମାମଲା: ପୁଣି ୬ ଜଣଙ୍କୁ ନୋଟିସ୍‌ ଜାରି

କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲାରେ ପୁଣି ୬ ଜଣଙ୍କୁ ନୋଟିସ୍ ଜାରି ହୋଇଛି । ଉଚ୍ଚସ୍ତରୀୟ କମିଟି ପାଖରେ ୨୭ରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛନ୍ତି ଉଚ୍ଚ ଶିକ୍ଷା ବିଭାଗ । କିଟ୍ ଚିଫ୍ ପ୍ରୋକ୍ଟର୍ ପିକେ ପଟ୍ଟନାୟକ,…

କିଟ୍‌ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା: ଭାରତୀୟ NHRCକୁ ନେପାଳ NHRCର ଚିଠି

କିଟ୍ ବିଶ୍ୱ ବିଦ୍ୟାଳୟରେ ନେପାଳି ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଶୀଘ୍ର ତଦନ୍ତ ସାରି ନ୍ୟାୟ ଦେବାକୁ ନେପାଳ ମାନବାଧିକାର କମିଶନ ଭାରତୀୟ ମାନବାଧିକାର କମିଶନଙ୍କୁ ଚିଠି ଲେଖି ଦାବି କରିଛନ୍ତି । ବିଶ୍ୱ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦୁର୍ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ ଦାବି…

କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା; ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବି କଲେ ତାରା

କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ନ୍ୟାୟିକ ତଦନ୍ତ ଦାବି କରିଛନ୍ତି କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି । ମୁଲତବି ଆଲୋଚନାରେ ଭାଗ ନେଇ ଏହି ମାମଲରେ ବିଚାର ବିଭାଗୀୟ ତଦନ୍ତ ଦାବି କରିବା ସହ ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବି କଲେ…