Tag: KIIT University

କିଟ୍ ଛାତ୍ରୀ ଆତ୍ମହତ୍ୟା ଘଟଣା; ପ୍ରତିକ୍ରିୟା ରଖିଲେ ମୃତ ଛାତ୍ରୀଙ୍କ ବାପା

କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲ ପରିସରରେ ମୃତ୍ୟୁବରଣ କରିଥିବା ଛାତ୍ରୀଙ୍କ ଆଜି ହେବ ମେଡିକାଲରେ ଶବ ବ୍ୟବଚ୍ଛେଦ। ମୃତ ଛାତ୍ରୀଙ୍କ ପରିବାର ସଦସ୍ୟଙ୍କ ଉପସ୍ଥିତିରେ ବ୍ୟବଚ୍ଛେଦ କାର୍ଯ୍ୟ ଆରମ୍ଭ ହେବ । ସେଥିପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ମୃତ ଛାତ୍ରୀଙ୍କ ବାପା ମାଆ। ଭୁବନେଶ୍ଵରରେ…

କିଟ ଛାତ୍ରୀ ଆତ୍ମହତ୍ୟା: ନେପାଳ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ; ଏବିଭିପିର ବିକ୍ଷୋଭ

ଭୁବନେଶ୍ୱରସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ବିଟେକ୍ ତୃତୀୟ ବର୍ଷର ଛାତ୍ରୀ ଙ୍କ ମୃତ୍ୟୁ ଖବର ପ୍ରକାଶ ପାଇବା ପରେ ନେପାଳ ସରକାର ଚିନ୍ତା ପ୍ରକଟ କରିଛନ୍ତି । ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଏକ ବିବୃତ୍ତିରେ କହିଛନ୍ତି ଯେ…

ଛାତ୍ରୀ ଆତ୍ମହତ୍ୟା: ନେପାଳୀ ଛାତ୍ରଛାତ୍ରୀଙ୍କୁ ତଡି଼ଲା କିଟ୍; ଅଭିଯୁକ୍ତ ଛାତ୍ର ଗିରଫ

ଗତକାଲି କିଟ୍ କଲେଜର ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଅଶାନ୍ତ ହୋଇପଡିଛି କଲେଜ କ୍ୟାମ୍ପସ । ନ୍ୟାୟ ଦାବିରେ କଲେଜ କ୍ୟାମ୍ପସରେ ଭଙ୍ଗାରୁଜା କରିବା ସହ ରାଜରାସ୍ତାକୁ ଓହ୍ଳାଇଛନ୍ତି ଛାତ୍ରଛାତ୍ରୀ । ତେବେ ଏହି ଘଟଣାରେ ଦେଖାଯାଇଥିବା ଉତ୍ତେଜନା ପରେ ଯଥାଶୀଘ୍ର…

କିଟ୍ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା; ଛାତ୍ରୀ ସନ୍ଦେହଜନକ ମୃତ୍ୟୁକୁ ନେଇ କ୍ୟାମ୍ପସରେ ଭଙ୍ଗାରୁଜା

ଭୁବନେଶ୍ୱରର ପଟିଆ ସ୍ଥିତ କିଟ୍ କଲେଜରେ ଛାତ୍ରଛାତ୍ରୀଙ୍କ ଉତ୍ତେଜନା। ଶିକ୍ଷାନୁଷ୍ଠାନରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିବାଦ। ହଷ୍ଟେଲ୍ କ୍ୟାମ୍ପସ ଭିତରେ ଛାତ୍ରୀଙ୍କ ଆତ୍ମହତ୍ୟାକୁ ନେଇ ଉତ୍ତେଜନା ଦେଖାଦେଇଛି। ଛାତ୍ରୀଙ୍କ ମୃତ୍ୟୁ ପରେ ଅନ୍ୟ ନେପାଳୀ ଛାତ୍ରକିଛି କ୍ୟାମ୍ପସ ଭିତରେ ପଶି…