Tag: Killed

Encounter In Delhi: ଦିଲ୍ଲୀରେ ବଡ଼ ଏନକାଉଣ୍ଟର; ୪ ଗ୍ୟାଙ୍ଗଷ୍ଟର୍‌ ନିପାତ

ଦିଲ୍ଲୀରେ ବିହାରର ୪ ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟରଙ୍କୁ ଏନ୍‌କାଉଣ୍ଟର। ଦିଲ୍ଲୀର ବାହାଦୂର ଶାହ ମାର୍ଗରେ ୪ ଜଣଙ୍କୁ ଏନ୍‌କାଉଣ୍ଟର କରାଯାଇଥିବା ଜଣାପଡ଼ିଛି। ଦିଲ୍ଲୀ କ୍ରାଇମବ୍ରାଞ୍ଚ ଏବଂ ବିହାର ପୋଲିସର ଅପରେସନରେ ୪ ଅପରାଧୀ ନିପାତ ହୋଇଛନ୍ତି । ଦୀର୍ଘଦିନ ଧରି ପୋଲିସ…

ଇସ୍ରାଏଲୀ ଏୟାର ଷ୍ଟ୍ରାଇକରେ ୫ ସାମ୍ବାଦିକ ନିହତ: ଆତଙ୍କବାଦୀ ଅଭିଯୋଗ ଆଣିଲା ଇସ୍ରାଏଲ

ଇସ୍ରାଏଲ ଓ ହମାସ୍ ଯୁଦ୍ଧରେ ଅଲ ଜାଜୀରା ଆରବୀର ପାଞ୍ଚ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି। ଗାଜା ସହରରେ ଇସ୍ରାଏଲର ଏକ ଏୟାର ଷ୍ଟ୍ରାଇକରେ ସାମ୍ବାଦିକ ଆନାସ ଅଲ ଶରୀଫଙ୍କ ସମେତ ପାଞ୍ଚ ଜଣ ସାମ୍ବାଦିକ ନିହତ ହୋଇଛନ୍ତି । ଏହା…

ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା: ୧୮ କାଉଡ଼ିଆ ମୃତ

ଝାଡ଼ଖଣ୍ଡର ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା । କାଉଡ଼ିଆଙ୍କୁ ନେଇଯାଉଥିବା ବସ୍‌କୁ ଧକ୍କା ଦେଲା ଟ୍ରକ୍ । ଏହି ଦୁର୍ଘଟଣାରେ ୧୮ କାଉଡ଼ିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖଶନାରେ ଭର୍ତ୍ତି…

ଇରାନ୍‌ର ସେନାମୁଖ୍ୟ ଅଲ୍ଲି ଶାଦ୍‌ମାନି ନିହତ !

ଇରାନ୍‌ର ସେନାମୁଖ୍ୟ ଅଲ୍ଲି ଶାଦ୍‌ମାନି ନିହତ । ଇସ୍ରାଏଲ ଓ ଇରାନ ମଧ୍ୟରେ ଚାଲିଥିବା ଭୀଷଣ ସଂଘର୍ଷରେ ଇସ୍ରାଏଲ ଇରାନକୁ ବଡ ଝଟକା ଦେଇଛି । ଇସ୍ରାଏଲ୍‌ ସେନାର ଆକ୍ରମଣରେ ଅଲ୍ଲି ଶାଦ୍‌ମାନିଙ୍କ ମୃତ୍ୟୁ ହୋଇଛି। କିଛି ଦିନ ପୂର୍ବରୁ ଆର୍ମି…

ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମ ପଣ୍ଡ; ୭ ଜଣ ଆତଙ୍କବାଦୀ ନିହତ

ଅପରେସନ ସିନ୍ଦୂର ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି। ଏହାରି ମଧ୍ୟରେ ଆତଙ୍କବାଦୀଙ୍କ ଅନୁପ୍ରଦେଶ ଉଦ୍ୟମ ପଣ୍ଡ କରିଛି ବିଏସଏଫ। ବିଏସଏଫ ଯବାନଙ୍କ ହାତରେ…

ପୋଲିସ ଏନ୍‌କାଉଣ୍ଟରରେ ୩ ଖଲିସ୍ତାନୀ ଆତଙ୍କବାଦୀ ନିହତ

ଉତ୍ତର ପ୍ରଦେଶର ପିଲିଭିତରେ ପଞ୍ଜାବ ଓ ଉତ୍ତରପ୍ରଦେଶ ପୋଲିସର ମିଳିତ ଏନ୍‌କାଉଣ୍ଟରରେ ୩ ଖଲିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀମାନେ ହେଲେ ଗୁରବିନ୍ଦର ସିଂହ, ବୀରେନ୍ଦ୍ର ସିଂହ ଓ ଜସ୍ମନପ୍ରୀତ ସିଂହ। ସେମାନଙ୍କ ନିକଟରୁ ୨ଟି ଏକେ ୪୭ ଓ…

ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି। ନାରାୟଣପୁର ତେଲାଙ୍ଗୁର ଜଙ୍ଗଲରେ ପୋଲିସ ଇନଫର୍ମର ସନ୍ଦେହରେ ଯୁବକକୁ ମାଓବାଦୀ ହତ୍ୟା କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ମାଓ ପୋଷ୍ଟର ଜବତ ହୋଇଛି।