Tag: Koel Mallick

Koel Mallick Resigns: ଟିଏମସି ସାଂସଦ କୋଏଲ ମଲ୍ଲିକ ଦେଲେ ରାଜ୍ୟସଭାରୁ ଇସ୍ତଫା

ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା । ଟିଏମସି ରାଜ୍ୟସଭା ସାଂସଦ ପଦ ଛାଡ଼ିଲେ ରାଜ୍ୟସଭା ସାଂସଦ ତଥା ଟଲିଉଡ ଲୋକପ୍ରିୟ ଅଭିନେତ୍ରୀ କୋଏଲ ମଲ୍ଲିକ । ରାଜ୍ୟସଭା ଅଧ୍ୟକ୍ଷ ସିପି ରାଧାକ୍ରିଷ୍ଣନକୁ ଭେଟି ଇସ୍ତଫା ଦେଇଛନ୍ତି କୋଏଲ…