ତାଜା ଖବର ରାଜ୍ୟ Konark Eco Retreat: କୋଣାର୍କ ଇକୋ ରିଟ୍ରିଟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ December 12, 2025 Nirvay ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ୭ମ ଇକୋ-ରିଟ୍ରିଟ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଉତ୍ସବକୁ ଉଦ୍ଘାଟନ କରିଛନ୍ତି । କାର୍ଯ୍ୟକ୍ରମରେ ଅଭିଭାଷଣ ରଖି…