Tag: Konark

Minor Girl Assaulted: କୋଣାର୍କରେ ଲଜ୍ୟା; ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ 

ପୁରୀ ଜିଲ୍ଲା କୋଣାର୍କ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଜଣେ ନାବାଳକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପୋଲିସ ନାବାଳକକୁ ଅଟକ ରଖିବା ପରେ ବାଳ ସୁଧାର ଗୃହକୁ ପଠାଇ ଦିଆଯାଇଥିବା ଜଣାପଡିଛି। ଗୋଟିଏ ସ୍କୁଲରେ ପଢନ୍ତି ଉଭୟ ଛାତ୍ର…

Watermanship & Life Guard Institute: ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) ର ଉଦ୍‌ଘାଟନ କରିଛନ୍ତି ।ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏହା…

ଖଣିମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କୋଣାର୍କ ଇକୋ ରିଟ୍ରିଟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କୋଣାର୍କରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ‘ବିକଶିତ ଭାରତ ୨୦୪୭’ର ପରିକଳ୍ପନା ଅନୁଯାୟୀ ଆୟୋଜନ କରାଯାଉଛି। ତୃତୀୟ ଜାତୀୟ…

କୋଣାର୍କରେ ବୈଦେଶିକ ମନ୍ତ୍ରୀ ଡଃ ଏସ ଜୟଶଙ୍କର

ଆସନ୍ତାକାଲିଠାରୁ ଆରମ୍ଭ ହେବାକୁଥିବା ପ୍ରବାସୀ ଭାରତୀୟ ଦିବସ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର। ଗତକାଲି ବୈଦେଶିକ ମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା ।…