ତାଜା ଖବର ରାଜ୍ୟ କୋରାପୁଟ ମେଡିକାଲ କଲେଜରେ ନିଆଁ August 30, 2024 Papirani କୋରାପୁଟ ମେଡିକାଲ କଲେଜରେ ଅଗ୍ନିକାଣ୍ଡ । କୋରାପୁଟ ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲର ମାତୃ ଓ ଶିଶୁ ବିଭାଗ (SNCU) ୱାର୍ଡରେ ଲାଗିଲା ନିଆଁ । ତେବେ ନିଆଁ ଲାଗିଥିବା ଜାଣି ବିଭାଗରେ ଥିବା ସମସ୍ତ…
ତାଜା ଖବର ରାଜ୍ୟ କୋରାପୁଟ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ; ଆସନ୍ତାକାଲି ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି August 29, 2024 Nirvay କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ କୋରାପୁଟ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ରେଡ୍ ୱାର୍ଣ୍ଣିଂ ଥିବାରୁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି…
ରାଜନୀତି ରାଜ୍ୟ ସଂକଳ୍ପପତ୍ରର ପ୍ରାୟ ସମସ୍ତ ପ୍ରତିଶ୍ରୁତି ପୂରଣ ପାଇଁ ବ୍ୟୟବରାଦ ହୋଇଛି: ମନମୋହନ ସାମଲ August 2, 2024 Nirvay ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଆଜି କୋରାପୁଟରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଏଥିରେ ବିଧାୟକ ରୁପୁ ଭତ୍ରା, ବିଧାୟକ ରଘୁରାମ ମାଛ, ରାଜ୍ୟ ସାଧାରଣ ସମ୍ପାଦକ ପୂର୍ଣ୍ଣିମା କେର୍କେଟା, ରାଜ୍ୟ ସମ୍ପାଦକ ପୂର୍ଣ୍ଣମା ନାୟକ, ଜନସୂଚିତ ଜାତି…
ତାଜା ଖବର ରାଜ୍ୟ ନିଖୋଜ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର, ଝିଅର ପତ୍ତା ମିଳିନି July 28, 2024 Nirvay କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଳକର ତାଲଗୁମାଣ୍ଡି ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ସନ୍ଧ୍ୟାରେ ଶୌଚ ହେବାକୁ ୫ ବର୍ଷର ଝିଅ ସହ ମା’ ଝଞ୍ଜାବତୀ ନଦୀ କୂଳକୁ ଯାଇଥିଲେ। ହେଲେ ସେମାନେ ଘରକୁ ନଫେରିବାରୁ ବହୁ ଖୋଜାଖୋଜି…
ତାଜା ଖବର ରାଜ୍ୟ ଉଦ୍ଧାର ହେଲେ ଅପହରଣ ହୋଇଥିବା ରାଇସ ମିଲ୍ ମାଲିକ July 15, 2024 Papirani ଅପହରଣର ୪୮ ଘଣ୍ଟା ପରେ ଉଦ୍ଧାର ହେଲେ ରାଇସ୍ ମିଲ ମାଲିକ ଏ. ରମେଶ ପାତ୍ର । ଗତକାଲି ବିଳମ୍ବିତ ରାତିରେ କୋରାପୁଟ ପୁଲିସ୍ ମିଲ୍ ମାଲିକ ଏ ରମେଶ ପାତ୍ରଙ୍କୁ ଉଦ୍ଧାର କରିଛନ୍ତି। ଅପହରଣ କରିଥିବା ତିନି ଅଭିଯୁକ୍ତଙ୍କୁ ମଧ୍ୟ…
ରାଜ୍ୟ କୋରାପୁଟରେ ପୁଣି ଆନ୍ଥ୍ରାକ୍ସ ଆତଙ୍କ: ୨ ରୋଗୀ ଚିହ୍ନଟ June 28, 2024 Nirvay କୋରାପୁଟ ଜିଲ୍ଲାରେ କିଛି ଦିନ ବ୍ୟବଧାନରେ ପୁଣିଥରେ ଆନ୍ଥ୍ରାକ୍ସ ରୋଗୀ ଚିହ୍ନଟ ହୋଇଛନ୍ତି। ପଡ଼େଇଗୁଡ଼ା ଗାଁରେ କିଛି ଲୋକଙ୍କ ମଧ୍ୟରେ ଏହି ରୋଗର ଲକ୍ଷଣ ଦେଖିବାକୁ ମିଳିଥିଲା। ଆନ୍ଥ୍ରାକ୍ସ ରୋଗ ସନ୍ଦେହରେ ୬ ଜଣଙ୍କ ନମୁନା ପଠାଯାଇଥିଲା। ହେଲେ ସେଥିମଧ୍ୟରୁ ୨…