ରାଜ୍ୟ କୋଷାଗୁମୁଡ଼ା ଯୁବତୀ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ପୁରୁଷ ବନ୍ଧୁ ଗିରଫ August 4, 2025 Nirvay ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଞ୍ଚଳର ଯୁବତୀ ମୃତ୍ୟୁ ଘଟଣାର ହେଲା ପର୍ଦ୍ଦାଫାଶ । ପୁରୁଷ ବନ୍ଧୁ ଦିନେଶ୍ୱର ସରାବୁଙ୍କ ଅନ୍ୟତ୍ର ବିବାହ ଠିକ୍ ହେବାରୁ ପ୍ରେମିକାକୁ ହତ୍ୟା କରିଥିବା କଥା ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଏସ୍ପି ଆଦିତ୍ୟ ସେନ୍ ସ୍ପଷ୍ଟ କରିଛନ୍ତି…