Tag: kotia

Kotia Border Dispute: କୋଟିଆରେ ବେଆଇନ୍ ଅନୁପ୍ରବେଶ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ: ମନ୍ତ୍ରୀ 

କୋଟିଆରେ ବେଆଇନ୍ ଅନୁପ୍ରବେଶ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । କୋଟିଆ ସୀମା ବିବାଦ ଉପରେ ଓଡ଼ିଶା ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି, ଏହି ଅଞ୍ଚଳରେ ଯେକୌଣସି ଅବୈଧ ପ୍ରବେଶ କଲେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି…

Suresh Pujari Kotia Visit: ଆଜି କୋଟିଆ ଯିବେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ଆଜି କୋଟିଆ ଯିବେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଡିସେମ୍ବର ଶେଷ ସପ୍ତାହରେ କୋଟିଆ କମିଟି ବୈଠକ ପୂର୍ବରୁ ମନ୍ତ୍ରୀଙ୍କ ଗସ୍ତ । ଗ୍ରାଉଣ୍ଡ ଜିରୋକୁ ଯାଇ ସ୍ଥିତି ପରଖିବେ ରାଜସ୍ବ ମନ୍ତ୍ରୀ। ସରକାରୀ ଅଧିକାରୀଙ୍କ ରିପୋର୍ଟ ଗ୍ରାଉଣ୍ଡ ଜିରୋରେ…

କୋଟିଆ ଅଞ୍ଚଳକୁ ଯିବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୯ ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ଆସିବ ସୁଭଦ୍ରା ଯୋଜନାର କିସ୍ତି ଟଙ୍କା । ଆସନ୍ତାକାଲି କୋଟିଏ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି । ତେବେ ରାଜ୍ୟ ସରକାରଙ୍କ ଫୋକସରେ ଏବେ କୋଟିଆ । ସୁଭଦ୍ରା…

କୋଟିଆକୁ ଗଡ଼ିବ ମୁଖ୍ୟମନ୍ତ୍ରୀ ବସ୍‌

କୋରାପୁଟ କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ ବସ୍‌ ସେବା। ଏ ନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି କୋଟିଆ ଓଡ଼ିଶାର ଏକ ଅବିଚ୍ଛେଦ ଅଙ୍ଗ । ଯିଏ…

କୋଟିଆରେ ରଥ ଟାଣିବେ ରାଜସ୍ବ ମନ୍ତ୍ରୀ

ଆସନ୍ତାକାଲି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ପୁରୀ ରଥଯାତ୍ରା ପରଦିନ କୋଟିଆରେ ରଥ ଟଣା ହୋଇଥାଏ । ଯାହାକୁ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । କୋଟିଆରେ ହେବାକୁଥିବା ରଥଯାତ୍ରାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…

କୋଟିଆ ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ପାଇଁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି । ଗୃହ ବିଭାଗ ACS, ଏସ୍‌ସି/ଏସ୍‌ଟି ବିଭାଗ ପ୍ରମୁଖ ସଚିବ ସଦସ୍ୟ, ଗ୍ରାମ୍ୟ ଉନ୍ନୟନ ସଚିବଙ୍କ…

କୋଟିଆ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ସ୍ଥିତି ଅନୁଧ୍ୟାନ ପାଇଁ ଗଠିତ ହେବ କମିଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବୈଠକରେ ଏ ସଂପର୍କରେ ବିସ୍ତୃତ ଆଲୋଚନା…

ଆଜି କୋଟିଆରେ ନିର୍ବାଚନ ପାଇଁ ଚାଲିଛି ମତଦାନ

ନିର୍ଦ୍ଧାରିକ କାର୍ଯ୍ୟସୂଚୀ ଅନୁଯାୟୀ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି । ଆଜି କୋଟିଆରେ ମଧ୍ୟ ଶାନ୍ତିଶୁଙ୍ଖଳାରେ ଚାଲିଛି ନିର୍ବାଚନ ପାଇଁ ଭୋଟ | ସମସ୍ତ ଆଶଙ୍କାକୁ ବିରୋଧ କରି କୋଟିଆର ଲୋକେ ଆଜି ଭୋଟ୍ ଦେଉଛନ୍ତି…