Tag: kotia

Kotia Dispute: କୋଟିଆରେ ଆନ୍ଧ୍ରର ନିର୍ବାଚନ; ବେଆଇନ ଉଦ୍ୟମକୁ ରୋକିବ ଓଡ଼ିଶା, ନଜର ରଖିବାକୁ RDCଙ୍କୁ ନିର୍ଦ୍ଦେଶ 

କୋଟିଆରେ ଆନ୍ଧ୍ରପ୍ରଦେଶ ନିର୍ବାଚନ କରିବାକୁ ନେଇ ସୃଷ୍ଟି ହୋଇଛି ବିବାଦ । ଦୀର୍ଘ ଦିନର ସୀମା ବିବାଦ ଭିତରେ ଆନ୍ଧ୍ରପ୍ରଦେଶର ବେଆଇନ ନିର୍ବାଚନୀ ଗତିବିଧିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆନ୍ଧ୍ରକୁ ସ୍ପଷ୍ଟ ଓ କଡ଼ା ଭାଷାରେ ଚେତାବନୀ ଦେଇଛନ୍ତି…

Kotia Border Dispute: କୋଟିଆରେ ଆନ୍ଧ୍ରର ଅନୁପ୍ରବେଶ: ନିର୍ବାଚନ ବିଜ୍ଞପ୍ତିକୁ ତୁରନ୍ତ ରଦ୍ଦ କରିବାକୁ ଓଡ଼ିଶା ସରକାରଙ୍କୁ କଂଗ୍ରେସର ଦାବି

ସୀମାନ୍ତ କୋଟିଆ ଅଞ୍ଚଳରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ଦାଦାଗିରି ଏବଂ ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ଘଟଣାକୁ ନେଇ ରାଜ୍ୟ ରାଜନୀତି ଗରମ ହୋଇଉଠିଛି ।କୋଟିଆ ଅଞ୍ଚଳରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ଘଟଣାକୁ ଓଡ଼ିଶା…

Andhra Pradesh Minister’s Road Inauguration in Kotia: କୋଟିଆରେ ଆନ୍ଧ୍ର ମନ୍ତ୍ରୀଙ୍କ ନୂଆ ରାସ୍ତା ଉଦ୍‌ଘାଟନ

କୋରାପୁଟର କୋଟିଆରେ ଆନ୍ଧ୍ର ପ୍ରଦେଶର ମନ୍ତ୍ରୀ ।କୋଟିଆ ପଞ୍ଚାୟତର ନେରେଡିବାଲସା ଗାଁରେ ଦାଣ୍ଡି ଗାଁରୁ ନେରେଡିବାଲସା ପର୍ଯ୍ୟନ୍ତ ନିର୍ମିତ ରାସ୍ତାର ଉଦ୍‌ଘାଟନ କରିଛନ୍ତି ଆନ୍ଧ୍ରର ଆଦିବାସୀ, ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ । ଏହା ସହିତ ଗାଁର ସୀମାନ୍ତ ବାସୀଙ୍କୁ…

Kotia Border Dispute: କୋଟିଆରେ ବେଆଇନ୍ ଅନୁପ୍ରବେଶ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ: ମନ୍ତ୍ରୀ 

କୋଟିଆରେ ବେଆଇନ୍ ଅନୁପ୍ରବେଶ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । କୋଟିଆ ସୀମା ବିବାଦ ଉପରେ ଓଡ଼ିଶା ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି, ଏହି ଅଞ୍ଚଳରେ ଯେକୌଣସି ଅବୈଧ ପ୍ରବେଶ କଲେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି…

Suresh Pujari Kotia Visit: ଆଜି କୋଟିଆ ଯିବେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ଆଜି କୋଟିଆ ଯିବେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଡିସେମ୍ବର ଶେଷ ସପ୍ତାହରେ କୋଟିଆ କମିଟି ବୈଠକ ପୂର୍ବରୁ ମନ୍ତ୍ରୀଙ୍କ ଗସ୍ତ । ଗ୍ରାଉଣ୍ଡ ଜିରୋକୁ ଯାଇ ସ୍ଥିତି ପରଖିବେ ରାଜସ୍ବ ମନ୍ତ୍ରୀ। ସରକାରୀ ଅଧିକାରୀଙ୍କ ରିପୋର୍ଟ ଗ୍ରାଉଣ୍ଡ ଜିରୋରେ…

କୋଟିଆ ଅଞ୍ଚଳକୁ ଯିବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୯ ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ଆସିବ ସୁଭଦ୍ରା ଯୋଜନାର କିସ୍ତି ଟଙ୍କା । ଆସନ୍ତାକାଲି କୋଟିଏ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି । ତେବେ ରାଜ୍ୟ ସରକାରଙ୍କ ଫୋକସରେ ଏବେ କୋଟିଆ । ସୁଭଦ୍ରା…

କୋଟିଆକୁ ଗଡ଼ିବ ମୁଖ୍ୟମନ୍ତ୍ରୀ ବସ୍‌

କୋରାପୁଟ କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ ବସ୍‌ ସେବା। ଏ ନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି କୋଟିଆ ଓଡ଼ିଶାର ଏକ ଅବିଚ୍ଛେଦ ଅଙ୍ଗ । ଯିଏ…

କୋଟିଆରେ ରଥ ଟାଣିବେ ରାଜସ୍ବ ମନ୍ତ୍ରୀ

ଆସନ୍ତାକାଲି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ପୁରୀ ରଥଯାତ୍ରା ପରଦିନ କୋଟିଆରେ ରଥ ଟଣା ହୋଇଥାଏ । ଯାହାକୁ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । କୋଟିଆରେ ହେବାକୁଥିବା ରଥଯାତ୍ରାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…

କୋଟିଆ ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ପାଇଁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି । ଗୃହ ବିଭାଗ ACS, ଏସ୍‌ସି/ଏସ୍‌ଟି ବିଭାଗ ପ୍ରମୁଖ ସଚିବ ସଦସ୍ୟ, ଗ୍ରାମ୍ୟ ଉନ୍ନୟନ ସଚିବଙ୍କ…

Odisha CM reviews Kotia situation

କୋଟିଆ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ସ୍ଥିତି ଅନୁଧ୍ୟାନ ପାଇଁ ଗଠିତ ହେବ କମିଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବୈଠକରେ ଏ ସଂପର୍କରେ ବିସ୍ତୃତ ଆଲୋଚନା…