ତାଜା ଖବର ରାଜ୍ୟ National Bandana Festival 2026: କୁଡୁମୀ ସମାଜର ଜାତୀୟ ବାନ୍ଦନା ପରବ-୨୦୨୬ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 13, 2026 Papirani ମୟୂରଭଞ୍ଜ ଜିଲ୍ଲାର ଆଗୁଆଡ଼ ଠାରେ ଆଜି ଆୟୋଜିତ ‘ଜାତୀୟ ବାନ୍ଦନା ପରବ–୨୦୨୬’ର ସାଂସ୍କୃତିକ ମହାମିଳନ ପର୍ବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କୁଡୁମୀ ସମାଜର ପ୍ରାଚୀନ ପରମ୍ପରା, କର୍ମଠତା ଏବଂ ପ୍ରକୃତି ପ୍ରେମର ଉଚ୍ଚ ପ୍ରଶଂସା କରିଛନ୍ତି।…