ବ୍ୟବସାୟ ମେଡିକାଲରେ ଭର୍ତ୍ତି ହେଲେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ December 14, 2024 Papi Jena ମେଡିକାଲରେ ଭର୍ତ୍ତି ହେଲେ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ । ଆଜି ଦିଲ୍ଲୀର ଆପୋଲୋ ହସ୍ପିଟାଲର ICUରେ ଭର୍ତ୍ତି କରାଯାଇଛି । ଏହା ସହ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି ।…