ତାଜା ଖବର ରାଜ୍ୟ Land Encroachers Warned: ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ December 11, 2025 Papirani ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ । ଜବରଦଖଲ ସମସ୍ୟା ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ରାଜ୍ୟ ସାରା ସମସ୍ତ ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ଏକ କଡ଼ା ଚେତାବନୀ ଦେଇ କହିଛନ୍ତି ସମୟ…