Tag: Law Minister

Ratha Jatra 2026: ରଥଯାତ୍ରାର ସଫଳ ଆୟୋଜନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ଆଇନ ମନ୍ତ୍ରୀ

ଚଳିତ ବର୍ଷ ପବିତ୍ର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହିତ ସମାପ୍ତ ହୋଇଛି । ରଥଯାତ୍ରାର ସଫଳ ଆୟୋଜନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହିତ…

Odisha Assembly: ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍‌-ଟ୍ରେଜରୀ: ପୃଥ୍ୱୀରାଜ ହରିଚନ୍ଦନ

ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ। ବିଭାଗୀୟ ମନ୍ତ୍ରୀମାନେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି। ଏହି ମଧ୍ୟରେ ଆଜି ଗୃହରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ନୂଆ ସବ୍‌-ଟ୍ରେଜରୀକୁ ନେଇ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।…

ଓଡ଼ିଶାରେ ରହିବେ ନାହିଁ ଅଣ ନାଗରିକ: ପୃଥ୍ୱୀରାଜ ହରିଚନ୍ଦନ

ବାଂଲାଦେଶୀଙ୍କୁ ହଟାଇବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଭିନ୍ନ ଜିଲ୍ଲାରେ ଥିବା ବାଂଲାଦେଶୀ ନାଗରିକଙ୍କୁ ଚିହ୍ନଟ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଯାହାକୁ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି ସାରା…

ଖୁବଶୀଘ୍ର ରୋଡ୍‌ ସଂଯୋଗୀକରଣରେ ୧ ନମ୍ବର ହେବ ଓଡ଼ିଶା: ପୃଥ୍ବୀରାଜ ହରିଚନ୍ଦନ

ରୋଡ୍‌ ସଂଯୋଗୀକରଣରେ ୧ ନମ୍ବର ହେବ ଓଡ଼ିଶା । ଏନେଇ ଆଜି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଗୁରୁବାର କେନ୍ଦ୍ର ସଡ଼କ, ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି ।…

ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ସ୍ପଷ୍ଟତା ଦରକାର: ଆଇନ ମନ୍ତ୍ରୀ

୨୦୨୪ ସାଧାରଣ ନିର୍ବାଚନ ବେଳେ ଓ ତା’ ପୂର୍ବରୁ ହେଲିକପ୍ଟରରେ ଜିଲ୍ଲାରୁ ଜିଲ୍ଲା ଚକ୍କର କାଟୁଥିଲେ ଭି.କେ ପାଣ୍ଡିଆନ। ଲୋକଙ୍କ ସହିତ ସେଲ୍‌ଫି ଉଠାଇବା ସହ ଅଭିଯୋଗ ସଂଗ୍ରହ କରୁଥିଲେ। ଏଥିପାଇଁ କେତେ ଟଙ୍କା ଖର୍ଚ୍ଚ ହୋଇଛି ତା’ର ତଥ୍ୟ ମାଗି…

ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ

ଏଥର ସାବାଡ଼ ହେବେ ମଦ୍ୟପ। ଏହା ମଧ୍ୟରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ। ଏ ଦିଗରେ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିସହ ଚୋରା ମଦ ବିକ୍ରି…

୧୪ରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ: ଆଇନମନ୍ତ୍ରୀ

ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ ବୋଲି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନନ୍ଦନ। ରତ୍ନଭଣ୍ଡାର ଯାଞ୍ଚ କମିଟିର ସୁପାରିଶକୁ ମୋହର ମାରିଛି ପରିଚାଳନା କମିଟି। ପରିଚାଳନା କମିଟିର ସୁପାରିଶ ଆଜି ପହଞ୍ଚିବ। ଏହାପରେ ଯେଉଁ ଏସଓପି…

ରତ୍ନଭଣ୍ଡାର ପ୍ରସଙ୍ଗ: ପ୍ରମିଳାଙ୍କୁ ଜବାବ ଦେଲେ ପୃଥ୍ୱୀରାଜ

ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରମିଳା ମଲ୍ଲିକଙ୍କୁ କଡ଼ା ଜବାବ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ଦ ଉଦ୍ଦେଶ୍ୟ ରଖି ପୂର୍ବ କମିଟି ଭଙ୍ଗାଗଲା ବୋଲି କହିଥିଲେ ପ୍ରମିଳା ମଲ୍ଲିକ। ସେମାନେ ଖାଲି ଭୁଆଁ ବୁଲେଇବେ ବୋଲି କହିଥିଲେ ବିରୋଧୀ ଦଳ ମୁଖ୍ୟ…

୬ରେ ରତ୍ନଭଣ୍ଡାରର ଚୂଡ଼ାନ୍ତ ନିଷ୍ପତ୍ତି: ଆଇନ ମନ୍ତ୍ରୀ

ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବ ବୋଲି କହିଲେ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୬ ତାରିଖରେ ବୈଠକ ବସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଏ ନେଇ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ…