Tag: Lighting death

ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ଦେଶରେ ସବୁଠୁ ଆଗରେ;

ଦେଶରେ ହୋଇଥିବା ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ; ୫ ବର୍ଷରେ ୧୬୨୫ ଜଣଙ୍କ ମୃତ୍ୟୁ ରାଜ୍ୟରେ ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କିନ୍ତୁ ଏହା କମିବାରେ ନାଆ ଧରୁନି…