ଦେଶ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ପୁଅ ଗିରଫ July 18, 2025 Nirvay ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ପୁଅ ଚୈତନ୍ୟ ବଘେଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ଅବକାରୀ ଦୁର୍ନୀତି ମାମଲାରେ ଗିରଫ କରିଛି । ଚୈତନ୍ୟ ବାଘେଲଙ୍କ ନାଁରେ କୋଟିକୋଟି ଟଙ୍କାର ଦୁର୍ନୀତି ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ମଦ…