ତାଜା ଖବର ରାଜ୍ୟ State-Level Local Self-Government Day: ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ପାଳିତ; ୫୯୩ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ August 31, 2026 Papirani ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ହୋଇଛି ସ୍ୱାୟତ୍ତ ଶାସନ ଦିବସ-୨୦୨୬ ପାଳନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି ଆମ ସହର କେବଳ ବାସ ସ୍ଥାନ ନୁହେଁ, ସହର ହେଉଛି…