Tag: Lok Seva Bhavan

Month-Long Seva Sankalp Abhiyan: ପ୍ରଧାନମନ୍ତ୍ରୀଙ୍କ ୭୬ତମ ଜନ୍ମଦିବସ: ଲୋକସେବା ଭବନରେ ଚାରା ରୋପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିବସ ଅବସରରେ ରାଜଧାନୀ ଭୁବନେଶ୍ୱରଠାରେ ‘ସେବା ସଂକଳ୍ପ ଅଭିଯାନ’ ଅନ୍ତର୍ଗତ “ସେବାରେ ମୋର ଯୋଗଦାନ” କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇ ନିଜେ…

World Organ Donation Day: ବିଶ୍ୱ ଅଙ୍ଗଦାନ ଦିବସ: ଓଡ଼ିଶାରେ ୨୪ ଜଣ ଅଙ୍ଗଦାତାଙ୍କ ପରିବାରକୁ ମିଳିଲା ସୂରଜ ସମ୍ମାନ ଓ ୫ ଲକ୍ଷ ଟଙ୍କା ସହାୟତା

ଲୋକ ସେବା ଭବନଠାରେ ଆଜି ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଏକ ରାଜ୍ୟସ୍ତରୀୟ ସମାରୋହ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ ଯୋଗଦେଇ ଅନ୍ୟମାନଙ୍କୁ ନୂତନ ଜୀବନ ପ୍ରଦାନ କରିଥିବା ଅଙ୍ଗଦାତାମାନଙ୍କ…

CM Majhi Reviews Ratha Jatra Preparations: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ପାଇଁ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପରିଚାଳନା ସମ୍ପର୍କରେ ବିସ୍ତୃତ ଆଲୋଚନା କରିବା ସହିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ସହଯୋଗ, ସମନ୍ୱୟ…

New Odisha Assembly & Lok Seva Bhavan: ନୂତନ ବିଧାନସଭା ଏବଂ ଲୋକସେବା ଭବନ ନିର୍ମାଣର ଆବଶ୍ୟକତା ଉପରେ ପ୍ରଶ୍ନ ଉଠାଇଲା ବିଜେଡି

ରାଜ୍ୟ ବିଜେପି ସରକାରଙ୍କ ଦ୍ୱାରା ନୂତନ ବିଧାନସଭା ଓ ଲୋକସେବା ଭବନ ନିର୍ମାଣ ପାଇଁ ନିକଟରେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ଏହାର ଆବଶ୍ୟକତାକୁ ନେଇ ବିଜୁ ଜନତା ଦଳ ପ୍ରଶ୍ନ ଉଠାଇଛି । ରାଜ୍ୟରେ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ…