Tag: Lok Seva Bhawan

Odisha’s Lok Seva Bhawan Declared Tobacco-Free Zone: ଲୋକସେବା ଭବନକୁ ‘ତମାଖୁ ମୁକ୍ତ ଅଞ୍ଚଳ’ ଘୋଷଣା କଲେ ଓଡ଼ିଶା ସରକାର

ସ୍ୱାସ୍ଥ୍ୟକର ଏବଂ ସ୍ୱଚ୍ଛ କାର୍ଯ୍ୟପରିବେଶ ସୃଷ୍ଟି କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ପରିସରକୁ ସମ୍ପୂର୍ଣ୍ଣ ଭାବେ ‘ତମାଖୁ ମୁକ୍ତ ଅଞ୍ଚଳ’ ଭାବେ ଘୋଷଣା କରାଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

14th Multi-Agency Maritime Security Group Meeting: ଭୁବନେଶ୍ୱରରେ ଉଦ୍‌ଘାଟିତ ହେଲା ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ (ପଲିସି) ବୈଠକ

ଆମର ସମୁଦ୍ର କେବଳ ଏକ ଭୌଗୋଳିକ ସୀମା ନୁହେଁ, ଏହା ବ୍ୟାପକ ସୁଯୋଗ, ସମୃଦ୍ଧି ଏବଂ ଆନ୍ତର୍ଜାତୀୟ ସହଭାଗିତାର ପ୍ରବେଶ ପଥ ବୋଲି ଲୋକସେବା ଭବନ ଠାରେ ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ (ପଲିସି) ବୈଠକକୁ ଆନୁଷ୍ଠାନିକ ଭାବେ…

Fire At Lok Seva Bhawan: ଲୋକସେବା ଭବନରେ ଅଗ୍ନିକାଣ୍ଡ

ଆଜି ଲୋକସେବା ଭବନରେ ଅଗ୍ନିକାଣ୍ଡ ହୋଇଛି । ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା । ଏକ ଛୋଟ ଧରଣର ଅଗ୍ନିକାଣ୍ଡ ହୋଇଥିବାବେଳେ ନିଆଁକୁ ଆୟତ୍ତ କରାଯାଇଛି । ବିଦ୍ୟୁତ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା କୁହାଯାଉଛି । ତେବେ…

ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ

ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ନ୍ୟାୟିକ ତଦନ୍ତ ଦାବିରେ ଭୁବନେଶ୍ୱରର ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଛି ବିଜେଡି । ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତାଙ୍କ ଶହଶହ ବିଜେଡିର ଯୁବ-ଛାତ୍ର ଓ ମହିଳା…

ରାଜ୍ଯସଭାରେ ନବୀନଙ୍କ ନୀତିକୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ

ବିପର୍ଯ୍ଯୟ ମୁକାବିଲାରେ ନବୀନଙ୍କ ନୀତିକୁ ରାଜ୍ଯସଭାରେ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ । ୱାଏନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ରାଜ୍ଯସଭାରେ ବିରୋଧୀ ଦଳ ଆଗୁଆ ସୂଚନା ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ। ଏହାର ଉତ୍ତରରେ ୱାୟନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ବିବୃତ୍ତିରେ…

ଲୋକସେବା ଭବନରେ ସାମ୍ବାଦିକ; ଗଣମାଧ୍ୟମ ଫେରିପାଇଲା ସ୍ୱାଧୀନତା

ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ଫେରିପାଇଲା ସ୍ୱାଧୀନତା। ୪ ବର୍ଷ ପରେ ସାମ୍ବାଦିକଙ୍କ ପାଇଁ ଖୋଲିଲା ଲୋକସେବା ଭବନ। ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ ନେଇଛି ଏକ ବଡ଼ ନିଷ୍ପତ୍ତି । ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ…

ସାମ୍ବାଦିକଙ୍କ ପାଇଁ ଖୋଲିଲା ଲୋକସେବା ଭବନ

ଆଜି ରାଜ୍ୟରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ ହୋଇଛି । ମନ୍ତ୍ରୀମଣ୍ଡଳ ଶପଥ ନେବାର ଗୋଟିଏ ଘଣ୍ଟା ମଧ୍ୟରେ ଆକ୍ସନମୋଡକୁ ଆସିଛନ୍ତି ସରକାର । ୨୦୨୦ ମାର୍ଚ୍ଚ ମାସରୁ ସାମ୍ବାଦିକଙ୍କ ପାଇଁ ମନା ଥିବା ଲୋକସେବା ଭବନ ତୁରନ୍ତ ସାମ୍ବାଦିକଙ୍କ…