Tag: Loksabha Election 2024

୨୪ ବର୍ଷ ପରେ ବଦଳିଲା ସରକାର, ଦେଖନ୍ତୁ କିଏ କେଉଁଠୁ ବିଜୟ ହାସଲ କରିଛି

ଚଳିତବର୍ଷ ନିର୍ବାଚନରେ ରାଜ୍ୟ ରାଜନୀତିରେ ବଡ ଧରଣର ଓଲଟପାଲଟ ହୋଇଛି । ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ରାଜ୍ୟରେ ପଟ୍ଟ ପରିବର୍ତନ ହୋଇଛି । ଉପକୂଳରୁ ଆରମ୍ଭ କରି ଦକ୍ଷିଣ, ପଶ୍ଚିମ ଓ ଉତ୍ତରରେ ଉଡିଛି ବିଜେପିର ବିଜୟ…

ଓଡ଼ିଶାରେ ବିଜେଡିର ଶୋଚନୀୟ ସ୍ଥିତି, ଗୋଟାଏ ବି ଲୋକସଭା ଆସନ ଜିତିପରିଲାନି ବିଜେଡି

ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରେ ଭାଜପା ଓଡ଼ିଶାରେ ରେକର୍ଡ ବିଜୟ ଦିଗରେ ଅଗ୍ରସର ହେଉଛି। ଫଳରେ ପ୍ରଥମ ଥର ପାଇଁ ଦଳ ସରକାର ଗଢ଼ିବ ବୋଲି ସ୍ପଷ୍ଟ ହୋଇଛି। କେବଳ ବିଧାନସଭା ନୁହେଁ ବରଂ ଲୋକ ସଭାରେ ମଧ୍ୟ ଦଳ…

ରାୟବରେଲି ଓ ଓ୍ୱାୟନାଡ ଆସନରେ ଆଗରେ ଅଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି

ଲୋକସଭା ନିର୍ବାଚନ ୨୦୨୪ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ତେବେ ପ୍ରାରମ୍ଭିକ ଟ୍ରେଣ୍ଡରେ ଉତ୍ତର ପ୍ରଦେଶର ରାୟବରେଲି ଆସନ ଓ କେରଳର ଓ୍ୱାୟନାଡ ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧି ଆଗୁଆ ଅଛନ୍ତି। ଉତ୍ତର ପ୍ରଦେଶର ରାୟବରେଲିରୁ ୨ ଲକ୍ଷ…

ଭୁବନେଶ୍ୱର ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ

ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଭାବରେ ଅପରାଜିତା ଷଡ଼ଙ୍ଗୀ ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମନ୍ମଥ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଜଣ ନାମାଙ୍କନ ଭରିଛନ୍ତି । ବିଜେପିର…

ଚାଲିଛି ଦ୍ଵିତୀୟ ପର୍ଯ୍ୟାୟ ମତଦାନ । ହେଭିୱେଟ ନେତାଙ୍କର ହେବ ଭାଗ୍ୟପରୀକ୍ଷା ।

ଆଜି ଦେଶରେ ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟିଂ । ଦ୍ୱିତୀୟ ପର୍ଯ୍ୟାୟ ମତଦାନରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଭୋଟଗ୍ରହଣ କରାଯିବ ।…

ଦ୍ୱିତୀୟ ପର୍ଯ୍ୟାୟ ପାଇଁ ସରିଲା ପ୍ରଚାର : ୧୨୦୬ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ୨୬ରେ

ଏଜେନ୍ସୀ : ନୂଆଦିଲ୍ଲୀ, ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଗ୍ରହଣ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ୮୮ଟି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ବୁଧବାର ସଂଧ୍ୟାରେ ପ୍ରଚାର କାର୍ଯ୍ୟ ଥମିଯାଇଛି । ୧୩ଟି ରାଜ୍ୟ-ମଧ୍ୟପ୍ରଦେଶ,…