Tag: Lord Jagannath

Ratha Jatra 2026: ଆଜି ରଥରେ ମହାପ୍ରଭୁଙ୍କ ସୁନାବେଶ; ମହଣ ମହଣ ସୁନା ପିନ୍ଧି ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ବିଭିନ୍ନ ବେଶ ମଧ୍ୟରୁ ସୁନାବେଶ ଅତ୍ୟନ୍ତ ଦୁର୍ଲଭ ଓ ଆକର୍ଷଣୀୟ । ଆଜି ପବିତ୍ର ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବାକୁ ଯାଉଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ବା ରାଜାଧିରାଜ ବେଶ ।…

Snana Yatra Row: ଲଣ୍ଡନରେ ଇସ୍କନ ପକ୍ଷରୁ ଅଦିନିଆ ସ୍ନାନଯାତ୍ରା

ପୁଣି ଇସ୍କନର ମନମାନୀ ଦେଖିବାକୁ ମିଳିଛି। ଲଣ୍ଡନରେ ଇସ୍କନ ପକ୍ଷରୁ ଅଦିନିଆ ସ୍ନାନଯାତ୍ରା। ଲଣ୍ଡନ ନିକଟ ୱାଟ୍‌ଫୋର୍ଡରେ ଅଦିନିଆ ସ୍ନାନଯାତ୍ରା। ଗଜପତି ମହାରାଜାଙ୍କ ବାରମ୍ବାର ବାରଣ ସତ୍ତ୍ବେ ମାନୁନି ଇସ୍କନ । ଇସ୍କନ ଭକ୍ତି ବେଦାନ୍ତ ମାନୋର ପକ୍ଷରୁ ସ୍ନାନଯାତ୍ରା ପାଳନ…

ରଥଯାତ୍ରା ୨୦୨୫: ଶେଷ ହେଲା ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ନୀତି; ତିନି ରଥରେ ରଥାରୂଢ ତିନି ଠାକୁର

ଆଜି ପବିତ୍ର ରଥଯାତ୍ରା ଅବସରରେ ନୀତିକାନ୍ତି ସଠିକ ସମୟରେ ସଂପନ୍ନ ହୋଇଥିବାବେଳେ ଶେଷ ହୋଇଛି ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ନୀତି । ପହଣ୍ଡି ସରିବା ପରେ ତିନି ରଥରେ ଶୋଭା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଭକ୍ତିମୟ ପରିବେଶ ମଧ୍ୟରେ ହୁଳହୁଳି, ହରିବୋଲ…

ବନକଲାଗି ନୀତି ପାଇଁ ୩ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୩ ଘଣ୍ଟା ବନ୍ଦ ରହିବ । ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୯ଟା ପର୍ଯ୍ୟନ୍ତ ପାଇଁ…

ସୁସ୍ଥ ହେଲେ ଶ୍ରୀଜୀଉ: ଚାଲିଛି ରାଜପ୍ରାସାଦ ବିଜେ ନୀତି

ଆଜି ଅନବସର ଦ୍ୱାଦଶୀ । ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜିଉ ସୁସ୍ଥ ହୋଇଛନ୍ତି। ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ସେବାୟତମାନେ ରାଜପ୍ରାସାଦରେ ପହଞ୍ଚିଲେ। ଶ୍ରୀଜିଉଙ୍କ ସୁସ୍ଥ ଖବର ନେଇ ମହାରାଜାଙ୍କୁ ଜଣାଇବେ ସେବାୟତ । ଦଇତାପତି ସେବକମାନେ ଏକ…

୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଏହି ଦିନକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ। ତେବେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ପାଇଁ ସାଧାରଣ…