Tag: #-low-pressure

Heavy Rainfall Alert Across Odisha: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ ୫ଟା ୩୦ ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…

Low Pressure Rain in Odisha: ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା; ୫ ଟି ଜିଲ୍ଳାକୁ ରେଡ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଲଘୁଚାପ ପ୍ରଭାବରେ ବର୍ଷାରେ ଭିଜୁଛି ଓଡ଼ିଶା। ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ସୁସ୍ପଷ୍ଟ ଲଘୁଚାପ ବର୍ତ୍ତମାନ ଅଧିକ ଘନୀଭୂତ ହେବାରେ ଲାଗିଛି ।…

Low Pressure Forms over Bay of Bengal: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆହୁରି ସକ୍ରିୟ ହେବ ଲଘୁଚାପ । ସକ୍ରିୟ ହୋଇ…

Low Pressure: ଶୀତରେ ଆସୁଛି ବର୍ଷା; ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା ରହିଛି। ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ…

Cyclone Update: ସୃଷ୍ଟି ହେଲା ଆଉ ଏକ ଲଘୁଚାପ

ଶ୍ରୀଲଙ୍କା ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି । ବଙ୍ଗୋପସାଗର ତତ୍‌ସଂଲଗ୍ନ ଶ୍ରୀଲଙ୍କା ଅଞ୍ଚଳରେ ଲଘୁଚାପ । ଭାରତ ପାଣିପାଗ ବିଭାଗର ଅନୁଯାୟୀ, କୋମୋରିନ୍ ଅଞ୍ଚଳ ଏବଂ ନିକଟବର୍ତ୍ତୀ ଅଞ୍ଚଳଗୁଡ଼ିକ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିଝଡ଼ ପରିସର ଆଜି ସକାଳ…

Low Pressure: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା; ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ

ବଙ୍ଗୋପସାଗରରେ ବାତ୍ୟା ହେବା ସମ୍ଭାବନା । ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ଏହା ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏ ନେଇ ଭାରତ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। କିଛି ଘରୋଇ…